Home Bibles ଲେବୀୟ ପୁସ୍ତକ 13:12 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 13:12 · ଓଡ଼ିଆ ବାଇବେଲ

ସମଯେ ସମଯେ କୁଷ୍ଠ ରୋଗ ଲୋକର ସମଗ୍ର ଶରୀରକୁ ବ୍ଯାପି ଥାଏ। ସହେି କୁଷ୍ଠ ରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତବେେଳେ ଯାଜକ ସହେି ଲୋକର ସମସ୍ତ ଶରୀର ଦେଖିବ।

Cross references

ପ୍ରଥମ ରାଜାବଳୀ 8:38

ଯେତବେେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇଶ୍ରାୟେଲୀୟ ତୁମ୍ଭର ଯେ କୌଣସି ଲୋକ ତା'ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସମାନଙ୍କେର ହାତ ଏହି ମନ୍ଦିର ଆଡକୁ ବଢଇେ ତୁମ୍ଭକୁ ପାର୍ଥନା କରନ୍ତି।

ଆୟୁବ ପୁସ୍ତକ 40:4

ମୁଁ ଅତି ନିକୃଷ୍ଟ କଥା କହିବାକୁ ! ମୁଁ ବା ତୁମ୍ଭକୁ କି ଉତ୍ତର ଦବେି ? ମୁଁ ତୁମ୍ଭକୁ ଉତ୍ତର ଦଇେ ପାରିବି ନାହିଁ। ମୁଁ ମାରେ ହାତଦ୍ବାରା ମାରେ ମୁହଁ ବନ୍ଦ କରିବି।

ଆୟୁବ ପୁସ୍ତକ 42:6

ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।

ଯିଶାଇୟ 64:6

ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।

ଯୋହନଲିଖିତ ସୁସମାଚାର 16:8

ସେ ଯେତବେେଳେ ଆସିବେ, ସେତବେେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡିକର ସତ୍ଯତା, ପାପ, ଈଶ୍ବରଙ୍କଠା ରେ ଧାର୍ମିକତା ବିଚାର ଇତ୍ଯାଦି ବିଷୟ ରେ ପ୍ରମାଣ ଦବେେ।

ରୋମୀୟଙ୍କ ପ୍ରତି ପତ୍ର 7:14

ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 1:8

ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।

Interlinear

Choose Theme