Home Bibles ଲେବୀୟ ପୁସ୍ତକ 13:2 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 13:2 · ଓଡ଼ିଆ ବାଇବେଲ

ଯବେେ କୌଣସି ମନୁଷ୍ଯର ଶରୀରର ଚର୍ମ ରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ କିମ୍ବା ତା'ର ଶରୀର ରେ ଚର୍ମ ରୋଗଜନିତ ଘା' ହୁଏ, ତବେେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ଯରୁ କୌଣସି ଯାଜକ ନିକଟକୁ ଅଣାୟିବା ଉଚିତ୍।

Cross references

ଯାତ୍ରା ପୁସ୍ତକ 4:6

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ହାତକୁ ତୁମ୍ଭର ଛାତି ରେ ରଖ।

ଲେବୀୟ ପୁସ୍ତକ 14:3

ତହୁଁ ଯାଜକ ଛାଉଣୀର ବାହାରକୁ ୟିବ, ପୁଣି ଯାଜକ ଦେଖିବ ଯଦି ଘା' ସୁସ୍ଥ ହାଇେଥାଏ।

ଲେବୀୟ ପୁସ୍ତକ 14:35

ତବେେ ସହେି ଗୃହମାଲିକ ଯାଜକ ନିକଟକୁ ଆସି କହିବ, 'ମାେ ଗୃହ ରେ ଦାଗ ସୃଷ୍ଟି ହେଲାପରି ମାେତେ ଦଖାଯାେଉଛି।'

ଲେବୀୟ ପୁସ୍ତକ 14:56

ଆଉ ଫୁଲା, ଦାଗ ଓ ଚିକ୍କଣ ଚିହ୍ନ ପାଇଁ,

ଗଣନା ପୁସ୍ତକ 12:10

ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।

ଗଣନା ପୁସ୍ତକ 12:12

ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।

ଦିତୀୟ ବିବରଣ 17:8

ଏପରି କେତକେ ଘଟିପା ରେ ଯାହାକି ତୁମ୍ଭମାନଙ୍କ ବିଗ୍ଭରପାଇଁ ତୁମ୍ଭମାନଙ୍କୁ କଷ୍ଟ ହାଇପୋ ରେ। ଏପରିକି ରକ୍ତପାତ, ଚକ୍ସ୍ଟକ୍ତି ବିବାଦ, ମଧିଅରେ ଆଘାତ ଦଖାୟୋଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହକ୍ସ୍ଟଏ, ତବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିରୂପିତ ସ୍ଥାନକକ୍ସ୍ଟ ସମସ୍ତେ ଆସିବ।

ଦିତୀୟ ବିବରଣ 24:8

ତୁମ୍ଭମାନେେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହବୋ ଉଚିତ୍। ଲବେୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନକ୍ସ୍ଟସା ରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋୟୋଗ କର। ମୁ ସମାନଙ୍କେୁ ଯେଉଁ ପରି ଆଜ୍ଞା ଦଇେଅଛ ସହେିରୂପେ କରିବାକୁ ତୁମ୍ଭମାନେେ ମନୋୟୋଗ କରିବ ଉଚିତ୍।

ଦିତୀୟ ବିବରଣ 28:27

ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀଯ ବଥ, ଅର୍ଶ, ଜାଦକ୍ସ୍ଟ ଓ କକ୍ସ୍ଟଣ୍ତିଆଣି ଦ୍ବାରା ଆଘାତ କରିବେ, ଯେପରି ମିଶରୀଯମାନଙ୍କୁ କରିଥିଲେ। ଏଥିରକ୍ସ୍ଟ ତୁମ୍ଭମାନେେ ଆରୋଗ୍ୟ ହାଇପୋରିବ ନାହିଁ।

ଦିତୀୟ ଶାମୁୟେଲ 3:29

ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାଯୀ ଏବଂ ମୁ ଭାବକ୍ସ୍ଟଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କକ୍ସ୍ଟଷ୍ଠରୋଗ ରେ ଆକ୍ରାନ୍ତ ହବେ, ଅଭାବରେ ରହିବେ ଓ ୟକ୍ସ୍ଟଦ୍ଧ ରେ ହତ ହବେ।

ଦିତୀୟ ରାଜାବଳୀ 5:1

ଅରାମୀଯ ରାଜାଙ୍କର ନାମାନ୍ ନାମ ରେ ଜଣେ ସନୋପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ବପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାୟ୍ଯ ରେ ଅରାମୀଯମାନଙ୍କୁ ବିଜଯ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ୍ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ ଚର୍ମ ରୋଗ ରେ ଆକ୍ରାନ୍ତ ଥିଲେ।

ଦିତୀୟ ରାଜାବଳୀ 5:27

ଏଣୁ ନାମାନ୍ର ଚର୍ମ ରୋଗ ତୁମ୍ଭଠା ରେ ଓ ତୁମ୍ଭ ବଂଶଠା ରେ ଚିରକାଳ ପର୍ୟ୍ଯନ୍ତ ଲାଗି ରହିବ।

ଦିତୀୟ ବଂଶାବଳୀ 26:19

କିନ୍ତୁ ଉଷିୟ କୋରଧାନ୍ବିତ ହେଲେ। ସୁଗନ୍ଧିଧୂପ ଜଳାଇବା ନିମନ୍ତେ ସେ ତାଙ୍କ ହାତ ରେ ଏକ ପାତ୍ର ଧରିଥିଲେ। ଉଷିୟ ଯାଜକମାନଙ୍କ ଉପରେ କୋର୍ଧ କରୁଥିବା ସମୟରେ ହିଁ କୁଷ୍ଠ ରୋଗ ତାଙ୍କର କପାଳ ରେ ପ୍ରକାଶ ପାଇଲା। ଏହା ସଦାପ୍ରଭୁଙ୍କ ମନ୍ଦିର ରେ, ସୁଗନ୍ଧି ଧୂପର ୟଜ୍ଞବଦେୀ ନିକଟରେ ଯାଜକମାନଙ୍କ ସମ୍ମୁଖ ରେ ଘଟିଲା।

ଯିଶାଇୟ 1:6

ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।

ଯିଶାଇୟ 3:17

ମାରେ ପ୍ରଭୁ ସହେି ସିୟୋନ କନ୍ଯାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସହେି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।

ମଲାଖୀ 2:7

ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।

ମାଥିଉଲିଖିତ ସୁସମାଚାର 8:4

ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।

ମାର୍କଲିଖିତ ସୁସମାଚାର 1:44

ମୁଁ ତୁମ୍ଭ ପାଇଁ ଯାହା କଲି ସହେି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦହେ ଦଖାେଅ। ତୁମ୍ଭେ ସୁସ୍ଥ ହାଇେ ଥିବାରୁ ମାଶାଙ୍କେ ଆଜ୍ଞା ଅନୁସାରେ, ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କର। ତୁମ୍ଭେ ସୁସ୍ଥ ହାଇେ ଯାଇଛ ବୋଲି ଲୋକମାନଙ୍କ ଆଗ ରେ ପ୍ରମାଣ ରହିବ।

ଲୂକଲିଖିତ ସୁସମାଚାର 5:14

ଯୀଶୁ ତାହାକୁ ଆଦେଶ ଦେଲେ, ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦହେ ତାହାଙ୍କୁ ଦଖାେଅ। ତୁମ୍ଭେ ସୁସ୍ଥ ହାଇଯୋଇଥିବା ଯୋଗୁଁ ମାଶାଙ୍କେ ଆଦେଶ ଅନୁସାରେ ପରମେଶ୍ବରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖଇଦେବେ ଯେ ତୁମ୍ଭେ ସୁସ୍ଥ ହାଇଯୋଇଛ।

ଲୂକଲିଖିତ ସୁସମାଚାର 17:14

ଯୀଶୁ ଲୋକମାନଙ୍କୁ ଦେଖି କହିଲେ, ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।

Interlinear

Choose Theme