Home Bibles ଲେବୀୟ ପୁସ୍ତକ 13:21 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 13:21 · ଓଡ଼ିଆ ବାଇବେଲ

ମାତ୍ର ଯଦି ଯାଜକ ଦେଖିବ, ସେଥି ରେ ଶ୍ବତବେର୍ଣ୍ଣ ଲୋମ ନଥାଏ ଓ ତାହା ଚର୍ମର ନୀଚସ୍ଥ ନ ହାଇେ ମଳିନ ହାଇେଥାଏ ତବେେ ଯାଜକ ତାହାକୁ ସାତ ଦିନ ପୃଥକ୍ କରି ରଖିବ।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:5

ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।

Interlinear

Choose Theme