Home Bibles ଲେବୀୟ ପୁସ୍ତକ 13:35 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 13:35 · ଓଡ଼ିଆ ବାଇବେଲ

ମାତ୍ର ଶୁଚି ହେଲାପରେ ଯବେେ ଚର୍ମ ରେ ସହେି ଛଉ ବ୍ଯାପିୟାଏ।

Cross references

ଲେବୀୟ ପୁସ୍ତକ 13:7

ମାତ୍ର ସେ ଶୌଚ ନିମନ୍ତେ ନିଜକୁ ଯାଜକକୁ ଦଖାଇେଲା ପରେ ଯବେେ ତା'ର ଘା' ଚର୍ମ ଉପରେ ବ୍ଯାପେ, ତବେେ ସେ ପୁନର୍ବାର ଯାଜକକୁ ଦଖାଇବେ।

ଲେବୀୟ ପୁସ୍ତକ 13:27

ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମ ରେ ବ୍ଯାପି ଥାଏ, ତବେେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠ ରୋଗର ଘା'।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:16

ପରମେଶ୍ବରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂର ରେ ରୁହ। ସଭେଳି କଥା ପରମେଶ୍ବରଙ୍କଠାରୁ ଅଧିକରୁ ଅଧିକ ଦୂ ରଇେ ନବେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:13

ସମାନେେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହବେେ।

Interlinear

Choose Theme