Home Bibles ଲେବୀୟ ପୁସ୍ତକ 13:46 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 13:46 · ଓଡ଼ିଆ ବାଇବେଲ

ତାହାଠା ରେ ଯେତଦେିନ ୟାଏ ଘା' ରହିବ, େସତଦେିନ ୟାଏ ସେ ଅଶୁଚି ରହିବ, ସେ ଅଶୁଚି ଯୋଗୁଁ ଏକାକୀ ବାସ କରିବ ଓ ଛାଉଣୀର ବାହା ରେ ତାହାର ବାସସ୍ଥାନ ରହିବ।

Cross references

ଗଣନା ପୁସ୍ତକ 5:1

ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

ଗଣନା ପୁସ୍ତକ 5:2

ଏକ ମନୁଷ୍ଯକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମହେ ଓ ୟିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚଯ ଛାଉଣୀରୁ ବାହାରକୁ ୟିବ, ଇଶ୍ରାୟେଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।

ଗଣନା ପୁସ୍ତକ 12:14

ସଦାପ୍ରଭୁ ମାଶାଙ୍କେୁ କହିଲେ, ଯଦି ତା'ର ପିତା ତା'ର ମୁଁହ ରେ ଛପେ ପକାଇଥାନ୍ତା, ସେ କ'ଣ ସାତଦିନ ଲଜ୍ଜିତା ହାଇେ ନ ଥାନ୍ତା? ତେଣୁ ସେ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ଅନ୍ୟମାନଙ୍କଠାରୁ ହାଇେ ରହୁ, ତା'ପରେ ସେ ଛାଉଣୀ ଭିତରକୁ ଆସିପାରିବ।

ଦିତୀୟ ରାଜାବଳୀ 7:3

ସହେି ସମୟରେ ନଗରଦ୍ବାର ପ୍ରବେଶ ସ୍ଥାନ ରେ ଗ୍ଭରିଜଣ କୁଷ୍ଠୀ ଥିଲେ। ସମାନେେ ପରସ୍ପରକୁ କହିଲେ, ଆମ୍ଭମାନେେ ମୃତ୍ଯୁକୁ ଅପେକ୍ଷା କରି ଏଠା ରେ କାହିଁକି ବସିଅଛୁ?

ଦିତୀୟ ରାଜାବଳୀ 15:5

ପୁଣି ସଦାପ୍ରଭୁ ଅସରିଯଙ୍କୁ ମରଣ ପର୍ୟ୍ଯନ୍ତ କୁଷ୍ଠୀ କରି ଦେଲେ ଓ ସେ ଏକ ପୃଥକ ଗୃହ ରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ ଗୃହର କର୍ତ୍ତା ହାଇେ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।

ଦିତୀୟ ବଂଶାବଳୀ 26:21

ରାଜା ଉଷିୟ ଜଣେ କୁଷ୍ଠ ରୋଗଗ୍ରସ୍ଥ। ସେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିଯନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ଯପାଳ ହେଲେ।

ହିତୋପଦେଶ 30:12

କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।

ଯିରିମିୟଙ୍କ ବିଳାପ 1:1

ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସହେି ସହର ଲୋକପୂର୍ଣ୍ଣ ଥିଲା, ୟିରୁଶାଲମ ପୃଥିବୀର ମହାନ୍ ନଗରୀମାନଙ୍କ ମଧିଅରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ଯ ଅଛି। ସେ ୟିଏକି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାଯିନୀ ଦାସୀପରି ହାଇେଅଛି।

ଯିରିମିୟଙ୍କ ବିଳାପ 1:8

ୟିରୁଶାଲମ ଅତିଶଯ ପାପ କରିଅଛି, ଏଣୁ ସେ ନଗର ଧ୍ବଂସପ୍ରାପ୍ତ ହାଇେଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସମାନେେ ତାକୁ ଘୃଣା କରୁଛନ୍ତି। କାରଣ ସମାନେେ ତାକୁ ଗାଳି ଦିଅନ୍ତି। ୟିରୁଶାଲମ ଦୀର୍ଘ ନିଃଶ୍ବାସ ଛାଡ଼ୁଅଛି ଓ ପଛକୁ ମୁଖ ଫରୋଉଛି।

ଲୂକଲିଖିତ ସୁସମାଚାର 17:12

ସେ ଗୋଟିଏ େଛାଟ ନଗରକୁ ଆସିଲେ। ସଠାେରେ ତାହାଙ୍କୁ ଦଶ ଜଣ ଲୋକ ଭଟେିଲେ। ସହେି ସମସ୍ତଙ୍କର କୁଷ୍ଠ ରୋଗ ହାଇେଥିବାରୁ ସମାନେେ କହେି ଯୀଶୁଙ୍କର ଅତି ପାଖକୁ ଆସି ପାରିଲେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:5

ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:9

ମାରେ ପୂର୍ବ ପତ୍ର ରେ ମୁଁ ଲେଖିଥିଲି ଯେ, ତୁମ୍ଭମାନେେ ୟୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:6

ଭାଇ ଓ ଭଉଣୀମାନେ ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳ ରେ, କାମ କରିବାକୁ ମନା କରୁଥିବା ବିଶ୍ବାସୀ ଭାଇମାନଙ୍କଠାରୁ ଦୂର ରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଚାହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାଁନ୍ତି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:14

ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:5

ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।

ଏବ୍ରୀ 12:15

ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27

କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:15

କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Interlinear

Choose Theme