Home Bibles ଲେବୀୟ ପୁସ୍ତକ 13:57 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 13:57 · ଓଡ଼ିଆ ବାଇବେଲ

ତଥାପି ଯଦି ସହେି ବସ୍ତ୍ର ରେ କି ଚର୍ମ ରେ, ସହେି ଦାଗ ଥାଏ ଓ ତାହା ବଢେ, ତାକୁ ତୁମ୍ଭେ ଅଗ୍ନି ରେ ପୋଡି଼ ପକାଇବ।

Cross references

ଯିଶାଇୟ 33:14

ସିୟୋନର ପାପୀଗଣ ଭୟଭୀତ, ମନ୍ଦାଚାରୀଗଣ ହଠାତ୍ କିତ ହେଉଛନ୍ତି। 2ଆମ୍ଭମାନଙ୍କ ମଧ୍ଯରୁ କହେି ସର୍ବଗ୍ରାସୀ ଅଗ୍ନି ରେ ବାସ କରିପାରିବ ? ପୁଣି କହେି କବେେ ଅନନ୍ତକାଳ ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ରେ ବାସ କରିପାରିବ ?'

ମାଥିଉଲିଖିତ ସୁସମାଚାର 3:12

ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

ମାଥିଉଲିଖିତ ସୁସମାଚାର 22:7

ରାଜା ଖୁବ୍ ରାଗିଗଲେ। ତାହାଙ୍କ ଚ଼ାକରମାନଙ୍କୁ ଯେଉଁମାନେ ମାରି ଦେଲେ, ସମାନଙ୍କେୁ ମାରିଦବୋପାଇଁ ରାଜା ସୈନ୍ଯ ପଠାଇଲେ। ସୈନ୍ଯମାନେ ସହେି ହତ୍ଯାକାରୀମାନଙ୍କୁ ମାରି ଦେଲେ ଓ ତାହାଙ୍କ ନଗରକୁ ପୋଡ଼ି ଦେଲେ।

ମାଥିଉଲିଖିତ ସୁସମାଚାର 25:41

ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:8

କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27

କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

Interlinear

Choose Theme