ପୁଣି ସାତଦିନ ପରେ ଯାଜକ ପୁନର୍ବାର ତାହାକୁ ପରୀକ୍ଷା କରିବ। ଯଦି ଘା' ମଳିନ ହାଇୟୋଇଥାଏ ଘା' ଚର୍ମ ରେ ଆଉ ବ୍ଯାପି ନଥାଏ, ତବେେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବା ଉଚିତ୍। ତାହା ଗୋଟିଏ ସାଧାରଣ ବକଳା ପରି ଥିଲା। ତେଣୁ ସେ ନିଜର ବସ୍ତ୍ର ଧୋଇ ଶୁଚି ହବୋ ଉଚିତ୍।
Cross references
ପୁଣି ଯେକହେି ସମାନଙ୍କେର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ୟିଏ ସମାନଙ୍କେର ଶବ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ସଗେୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି।
ପୁଣି ୟିଏ କହେି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ଆଉ ୟିଏ କହେି ତାକୁ ବହନ କରେ, ସେ ମଧ୍ଯ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ଯବେେ କୌଣସି ମନୁଷ୍ଯର ଶରୀରର ଚର୍ମ ରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ କିମ୍ବା ତା'ର ଶରୀର ରେ ଚର୍ମ ରୋଗଜନିତ ଘା' ହୁଏ, ତବେେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ଯରୁ କୌଣସି ଯାଜକ ନିକଟକୁ ଅଣାୟିବା ଉଚିତ୍।
ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।
ସମାନେେ ତାଙ୍କ ଉଦ୍ଦେଶ୍ଯ ରେ ଭ୍ରଷ୍ଟାଚରଣ କରିଅଛନ୍ତି। ସମାନେେ ତାଙ୍କର ସନ୍ତାନ ନକ୍ସ୍ଟହଁନ୍ତି। ମାତ୍ର ସନ୍ତାନମାନଙ୍କର କଳଙ୍କ, ସମାନେେ ବିପଥଗାମୀ ଓ କକ୍ସ୍ଟଟିଳ ବଂଶ।
ଯେତବେେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇଶ୍ରାୟେଲୀୟ ତୁମ୍ଭର ଯେ କୌଣସି ଲୋକ ତା'ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସମାନଙ୍କେର ହାତ ଏହି ମନ୍ଦିର ଆଡକୁ ବଢଇେ ତୁମ୍ଭକୁ ପାର୍ଥନା କରନ୍ତି।
ସେତବେେଳେ ତୁମ୍ଭେ ତୁମ୍ଭ ନିବାସଭୂମି ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନଙ୍କେୁ ଫଳ ଦିଅ।
କହେି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତଣେୁ ମାେତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।
ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।
ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।
ଏପରିକି ସେ ଗୋଟିଏ ଛଚୋନଳ ଭାଙ୍ଗିବେ ନାହିଁ, ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ। ସେ ନ୍ଯାଯ ବିଚାର କରିବେ ଓ ସତ୍ଯ ଉଦ୍ଘାଟନ କରିବେ।
ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।
ଯେଉଁ ଲୋକର ବିଶ୍ବାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତ ରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସହେି ଲୋକର ଭିନ୍ନ ମତ ପାଇଁ, ତା ସହିତ ୟୁକ୍ତିତର୍କ କର ନାହିଁ।