Cross references
ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ଯ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷଯ ରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ଯବସ୍ଥା ଏହା ଅଟେ।
କୁଷ୍ଠ ରୋଗର ଯେକୌଣସି ଘା' ଓ ଛଉର ଏହିସବୁ ବ୍ଯବସ୍ଥା।
ଯଦି ହାରୋଣ ବଂଶଧରମାନଙ୍କ ମଧ୍ଯରୁ ଯେ କହେି ଚର୍ମ ରୋଗୀ କିମ୍ବା ବୀର୍ୟ୍ଯ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହବୋ ୟାଏ ମାରେ ପବିତ୍ର ଦ୍ରବ୍ଯ ଭୋଜନ କରିବା ଉଚିତ୍ ନୁହଁ। ୟିଏ କହେି ଶବକୁ ଛୁଏଁ କିମ୍ବା ବୀର୍ୟ୍ଯପାତ ହେଉଥିବା କୌଣସି ମନୁଷ୍ଯକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ବାରା ସେ ମଧ୍ଯ ଅଶୁଚି ହବେ, କମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହାଇେଛି,
ଆଉ ଯଦି ନାସରୀଯ ବ୍ରତ ପାଳନ କରୁଥିବା ବ୍ଯକ୍ତିର ନିକଟରେ ରହୁଥିବା ବ୍ଯକ୍ତି ମ ରେ ଓ ସେ ନିଜର ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ ତବେେ ସେ େଶୗଚ ଦିନ ରେ ଆପଣା ମସ୍ତକ ଲଣ୍ତା କରିବ।
ସମାନଙ୍କେ ଭିତରୁ ଜଣେ କୁଷ୍ଠ ରୋଗୀ ଆସି ଯୀଶୁଙ୍କ ଆଗ ରେ ଆଣ୍ଠୁ ମାଡି ବସି ପଡି କହିଲା, ପ୍ରଭୁ, ଆପଣ ଚାହିଁଲେ ମାେତେ ଭଲ କରିଦଇେ ପାରିବେ।
ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।
ଥରେ ଯୀଶୁ ଗୋଟିଏ ନଗର ରେ ଥିଲେ। ସଠାେରେ ଦହେସାରା କୁଷ୍ଠ ହାଇେ ଯାଇଥିବା ଲୋକଟିଏ ରହୁଥିଲା। ଯେତବେେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, ହେ ପ୍ରଭୁ! ମାେତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛାକଲେ ମାେତେ ସୁସ୍ଥ କରିଦଇେ ପାରିବ।
ଯୀଶୁ ଲୋକମାନଙ୍କୁ ଦେଖି କହିଲେ, ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।