Home Bibles ଲେବୀୟ ପୁସ୍ତକ 14:23 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 14:23 · ଓଡ଼ିଆ ବାଇବେଲ

ଆଉ ଅଷ୍ଟମ ଦିନ ରେ ସହେି ଲୋକ ସମସ୍ତ ଦ୍ରବ୍ଯ ଆଣି ସମାଗମ ତମ୍ବୁ ଦ୍ବାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସହେି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖ ରେ ତା'ର ପ୍ରାଯଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହବେ।

Cross references

ଲେବୀୟ ପୁସ୍ତକ 14:10

ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।

ଲେବୀୟ ପୁସ୍ତକ 15:14

ଅଷ୍ଟମ ଦିନ ରେ ସହେି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ଯାଜକକୁ ଅର୍ପଣ କରିବ।

Interlinear

Choose Theme