ପୁଣି ଯାଜକ ଶାଧେନୀୟ ଲୋକ ପାଇଁ ପ୍ରାଯଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
Cross references
ଧନୀ ବ୍ଯକ୍ତି ଅର୍ଦ୍ଧ ଶକେଲରୁ ଅଧିକ ଦବୋ ଉଚିତ୍ନୁ ହେଁ। ଗରିବ ଲୋକମାନେ ଅର୍ଦ୍ଧ ଶକେଲରୁ କମ୍ ଦବୋ ଉଚିତ୍ ନୁହେଁ। ସମସ୍ତ ନବୈେଦ୍ଯ ସମାନ ହବୋ ଉଚିତ୍। ତୁମ୍ଭ ଜୀବନର ପ୍ରାଯଶ୍ଚିତ ନିମନ୍ତେ, ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟିବ।
ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସହେି ଶାଧେନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହାପାଇଁ ପ୍ରାଯଶ୍ଚିତ କରିବ।
ତତ୍ପରେ ଯାଜକ ହାମବେଳି ଓ ଶସ୍ଯ ନବୈେଦ୍ଯ ଆଣି ୟଜ୍ଞବଦେୀ ରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାଯଶ୍ଚିତ କରିବ ଓ ସେ ଶୁଚି ହବେ।
ମୁଁ ନିଜକୁ ସବୋ ପାଇଁ ପ୍ରସ୍ତୁତ କରୁଛି। ମୁଁ ସମାନଙ୍କେ ପାଇଁ ଏହା କରୁଛି ଯେ ହତେୁ ସମାନେେ ତୁମ୍ଭର ସବୋ ପାଇଁ ପ୍ରକୃତ ରେ ପ୍ରସ୍ତୁତ ହାଇପୋରିବେ।
ମାରେପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭମାନେେ ପାପ ନ କର। କିନ୍ତୁ ଯଦି କହେି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ୟିଏ କି ଧାର୍ମିକ ଓ ୟିଏ ପିତାଙ୍କ ଛାମୁ ରେ ଆମ୍ଭମାନଙ୍କର ସପକ୍ଷବାଦୀ ; ସେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।
ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।