ଲେବୀୟ ପୁସ୍ତକ 14:31 · ଓଡ଼ିଆ ବାଇବେଲ
ତାହାର ପ୍ରାପ୍ତିର ସାଧ୍ଯ ଅନୁସାରେ ଶସ୍ଯ ନବୈେଦ୍ଯ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହାମବେଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶାଧେନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବ। ଫଳ ରେ ଲୋକଟି ଶୁଚି ହବେ।
Cross references
ଲେବୀୟ ପୁସ୍ତକ 5:7
ଯଦି ସେ ମଷେ ଶାବକ ଦବୋକୁ ଅକ୍ଷମ ଦବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।
ଲେବୀୟ ପୁସ୍ତକ 14:18
ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସହେି ଶାଧେନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହାପାଇଁ ପ୍ରାଯଶ୍ଚିତ କରିବ।