Home Bibles ଲେବୀୟ ପୁସ୍ତକ 14:32 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 14:32 · ଓଡ଼ିଆ ବାଇବେଲ

ଯେଉଁ କୁଷ୍ଠ ରୋଗର ଘା'ୟୁକ୍ତ ଲୋକ ନିଜ େଶୗଚ ସମ୍ବନ୍ଧୀଯ ଦ୍ରବ୍ଯ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ଯବସ୍ଥା ଅଟେ।

Cross references

ଲେବୀୟ ପୁସ୍ତକ 13:59

ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ଯ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷଯ ରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ଯବସ୍ଥା ଏହା ଅଟେ।

ଲେବୀୟ ପୁସ୍ତକ 14:2

କୁଷ୍ଠ ରୋଗୀର ଶୁଚି ହବୋ ଦିନ ରେ ତାହାର ଏହି ବ୍ଯବସ୍ଥା,

ଲେବୀୟ ପୁସ୍ତକ 14:10

ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।

ଲେବୀୟ ପୁସ୍ତକ 14:21

ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ଯ ଦବୋକୁ ଅକ୍ଷମ, ତବେେ ସେ ନିଜର ପ୍ରାଯଶ୍ଚିତ ପାଇଁ ଦୋଳନୀଯ ନବୈେଦ୍ଯ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମଷେବତ୍ସା ଓ ଶସ୍ଯ ନବୈେଦ୍ଯରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।

ଲେବୀୟ ପୁସ୍ତକ 14:54

କୁଷ୍ଠ ରୋଗର ଯେକୌଣସି ଘା' ଓ ଛଉର ଏହିସବୁ ବ୍ଯବସ୍ଥା।

ଗୀତସଂହିତା 72:12

ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।

ଗୀତସଂହିତା 136:23

ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

ମାଥିଉଲିଖିତ ସୁସମାଚାର 11:5

ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:27

କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।

Interlinear

Choose Theme