ତବେେ ସହେି ଗୃହମାଲିକ ଯାଜକ ନିକଟକୁ ଆସି କହିବ, 'ମାେ ଗୃହ ରେ ଦାଗ ସୃଷ୍ଟି ହେଲାପରି ମାେତେ ଦଖାଯାେଉଛି।'
Cross references
ତୁମ୍ଭେ ସହେି ଘୃଣିତ ବସ୍ତକ୍ସ୍ଟଗକ୍ସ୍ଟଡିକ ନିଜ ଗୃହ ଭିତରକକ୍ସ୍ଟ ଆଣିବ ନାହିଁ। କାଳେ ତୁମ୍ଭମାନେେ ତାହା ତକ୍ସ୍ଟଲ୍ଯ ଅଭିଶଲ୍ଗ ହାଇପୋ ରେ। ତୁମ୍ଭମାନେେ ସଗେୁଡିକୁ ଅତିଶଯ ଘୃଣା କରିବା ଉଚିତ ଓ ସମାନେେ ଅଭିଶଲ୍ଗ ହକ୍ସ୍ଟଅନ୍ତକ୍ସ୍ଟ ବୋଲି ବିବଚେନା କରିବ କାରଣ ସମାନେେ ବିଧ୍ବସିଂତ ହବୋର ବସ୍ତକ୍ସ୍ଟ ଅଟନ୍ତି।
ମୁ ଲକ୍ସ୍ଟଟିତ ଦ୍ରବ୍ଯ ମଧିଅରେ ଖଣ୍ତିଏ ସକ୍ସ୍ଟନ୍ଦର ବାବିଲୀଯ କୋଟ ଓ 200 ଶକେଲ ରୂପା ଓ ଏକ ପାଉଣ୍ତ ଓଜନର ସକ୍ସ୍ଟନାମକ୍ସ୍ଟଣ୍ତା ଦେଖି ଲୋଭ କରି ତାହା ନଲେି। ଏବଂ ସଗେୁଡିକୁ ମାେ ତମ୍ବୁ ମଧିଅରେ ପୋତି ଅଛି। ଆଉ ରୂପା ତହିଁ କୋଟ ତଳେ ଅଛି।
ମୁ ଏଲିର ପରିବାରକକ୍ସ୍ଟ ଯାହା ଯାହା କହକ୍ସ୍ଟଅଛି ସେ ସମସ୍ତ ପ୍ରଥମରକ୍ସ୍ଟ ଶଷେ ପର୍ୟ୍ଯନ୍ତ ପକ୍ସ୍ଟରଣ କରିବ।
ସହେି ପାପ ୟାରବିଯାମ ବଂଶକୁ ଓ ତା'ର ରାଜ୍ଯକୁ ଧ୍ବଂସ ଓ ବିଲୋପ କରିବାର କାରଣ ହେଲା।
ତୁମ୍ଭର କୌଣସି ବିପଦ ଘଟିବ ନାହିଁ। କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧ ରେ ଥାଆନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି।
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ମୁଁ ସହେି ନଳାକାର ପୁସ୍ତକକୁ ଗ୍ଭରମାନଙ୍କେର ଗୃହକୁ ପଠାଇବି ଏବଂ ସହେିମାନଙ୍କ ଘରକୁ, ଯେଉଁମାନେ ମାରେ ନାମ ବ୍ଯବହାର କରି ମିଥ୍ଯା ଶପଥ ନଇେଛନ୍ତି। ସହେି ନଳାକାର ପୁସ୍ତକ ପ୍ରେତ୍ୟକକ ଗୃହ ରେ ରହିବ ଏବଂ ଧ୍ବଂସକାରୀ, କଡିକାଠ ତଳେ ଓ ପ୍ରସ୍ତର ତଳେ ରହିବ। ଏପରିକି ପ୍ରସ୍ତର ତଥା କାଷ୍ଠର ସ୍ତମ୍ଭଗୁଡିକ ମଧ୍ଯ ବିନଷ୍ଟ ହବେ।