Home Bibles ଲେବୀୟ ପୁସ୍ତକ 14:49 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 14:49 · ଓଡ଼ିଆ ବାଇବେଲ

ପୁଣି ସହେି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନବୋ ଉଚିତ୍।

Cross references

ଲେବୀୟ ପୁସ୍ତକ 14:4

ଯଦି ଲୋକଟି ସୁସ୍ଥ ତବେେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ ( ଲୋମ) ଓ ବନସ୍ପତିର ପତ୍ର ନବୋ ପାଇଁ ଆଜ୍ଞା ଦବେ।

Interlinear

Choose Theme