ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସୋର୍ତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦବେ।
Cross references
ଜଳ ସୋର୍ତ ଉପରେ ଏକ ମାଟିହାଣ୍ଡି ଉପରେ ପକ୍ଷୀଟିକୁ ରଖି ଯାଜକ ତାକୁ ବଧ କରିବା ପାଇଁ କହିବା ଉଚିତ୍।
ଯାଜକ ଗୋଟିଏ ମାଟି ପାତ୍ର ରେ ପବିତ୍ର ଜଳ ନବେ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନଇେ ପାଣି ରେ ପକାଇବ।
ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
ଏହା ସତ୍ଯ ଯେ, ଯେତବେେଳେ ଖ୍ରୀଷ୍ଟ କୃଶ ଉପରେ ଚଢି଼ଲେ ସେତବେେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ବରଙ୍କ ମହାଶକ୍ତି ରେ ସେ ଜୀବିତ। ଆମ୍ଭେ ମଧ୍ଯ ଖ୍ରୀଷ୍ଟଙ୍କଠା ରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ବରଙ୍କ ଶକ୍ତି ରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ଯ ଜୀବିତ ହାଇେ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।