Home Bibles ଲେବୀୟ ପୁସ୍ତକ 14:57 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 14:57 · ଓଡ଼ିଆ ବାଇବେଲ

ଏହିସବୁ ହେଉଛି ବ୍ଯବସ୍ଥା। ଆଉ ମଧ୍ଯ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।

Cross references

ଲେବୀୟ ପୁସ୍ତକ 10:10

ତାହାଦ୍ବାରା ତୁମ୍ଭମାନେେ ପବିତ୍ର ଓ ଅପବିତ୍ର, ପୁଣି ଶୁଚି ଓ ଅଶୁଚି ମଧିଅରେ ପ୍ରଭଦେ ସ୍ପଷ୍ଟ ଭାବରେ ଜାଣିପାରିବ।

ଲେବୀୟ ପୁସ୍ତକ 13:59

ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ଯ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷଯ ରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ଯବସ୍ଥା ଏହା ଅଟେ।

ଦିତୀୟ ବିବରଣ 24:8

ତୁମ୍ଭମାନେେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହବୋ ଉଚିତ୍। ଲବେୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନକ୍ସ୍ଟସା ରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋୟୋଗ କର। ମୁ ସମାନଙ୍କେୁ ଯେଉଁ ପରି ଆଜ୍ଞା ଦଇେଅଛ ସହେିରୂପେ କରିବାକୁ ତୁମ୍ଭମାନେେ ମନୋୟୋଗ କରିବ ଉଚିତ୍।

ଯିରିମିୟ 15:19

ଏହାପ ରେ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯଦି ଫରେିବ ଓ ଆମ୍ଭର ସବୋ କରିବ, ତବେେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫରୋଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ଯହୀନ କଥା ନ କହି ମୂଲ୍ଯବାନ୍ କଥା କହିବ, ତବେେ ତୁମ୍ଭେ ଆମ୍ଭର ମୁଖ ସ୍ବରୂପ ହବେ। ସମାନେେ ତୁମ୍ଭ ପାଖକୁ ଫରେିଆସିବେ। ମାତ୍ର ତୁମ୍ଭେ ସମାନଙ୍କେ ପାଖକୁ ଫରେିୟିବ ନାହିଁ।

ଯିହିଜିକଲ 44:23

ଆଉ ମଧ୍ଯ ଯାଜକମାନେ ମାରେ ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧିଅରେ ପ୍ରଭଦେ ଶିଖାଇବେ।

Interlinear

Choose Theme