କ୍ଷରଣକାରୀ ଯେତବେେଳେ ନିଜ କ୍ଷରଣ ସକାେଶ ଶୁଚି ହୁଏ, ସେତବେେଳେ ସେ େଶୗଚକ୍ରିଯା ନିମନ୍ତେ ସାତଦିନ ଅପେକ୍ଷା କରିବା ଉଚିତ୍। ସେ ନିଜର ବସ୍ତ୍ର ଧୋଇବ ଓ ସୋର୍ତ ଜଳ ରେ ସ୍ନାନ କରିବ। ତବେେ ସେ ଶୁଚି ହବେ।
Cross references
ତୁମ୍ଭମାନେେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦଇେଥିବା ଆଜ୍ଞାନୁସା ରେ ନିଶ୍ଚଯ କରିବ। ତାଙ୍କର ପଦ ନିୟୋଗ ପାଇଁ ନିଶ୍ଚିତ ଭାବରେ ସାତଦିନ ପାଇଁ ଲାଗିବ।
ସାତଦିନ ୟାଏ ୟଜ୍ଞବଦେୀକୁ ପ୍ରସ୍ତୁତ କର। ଏହିପରି ୟଜ୍ଞବଦେୀଟି ଅତି ପବିତ୍ର ହବେ। ଯାହା କିଛି ୟଜ୍ଞବଦେୀକୁ ସ୍ପର୍ଶ କରେ ନିଶ୍ଚଯ ସେସବୁ ପବିତ୍ର ହବେ।
ଆଉ ପଦ ଅଭିଷକେ ଉତ୍ସବ ସାଦଦିନ ଧରି ଚାଲିବ। ତୁମ୍ଭମାନେେ ଏହି ସାତଦିନ ୟାଏ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ। କାରଣ ପୌରହିତ୍ଯ ନିଶ୍ଚଯ ସାତଦିନ ୟାଏଁ ଚାଲିବ।
ଅନନ୍ତର ଅଷ୍ଟମ ଦିନ ରେ ମାଶାେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।
ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।
ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।
ଯଦି କୌଣସି ବ୍ଯକ୍ତି ସହେି ବ୍ଯକ୍ତିର ବିଛଣାକୁ ଛୁଏଁ, ତବେେ ସେ ତା'ର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ଆଉ ଯଦି କହେି ତାହାର ତଳସ୍ଥ କୌଣସି ବସ୍ତୁକୁ ଛୁଏଁ, ତବେେ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ପୁଣି ୟିଏ କହେି ତାହା ବହନ କରିବ, ସେ ନିଜର ବସ୍ତ୍ର ଧୋଇବ, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି ସହେି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆଉ ସାତଦିନ ଅପେକ୍ଷା କରିବ। ତା'ପରେ ସେ ଶୁଚି ହବେ।
ସଦାପ୍ରଭୁ ମାଶାଙ୍କେୁ କହିଲେ, ଯଦି ତା'ର ପିତା ତା'ର ମୁଁହ ରେ ଛପେ ପକାଇଥାନ୍ତା, ସେ କ'ଣ ସାତଦିନ ଲଜ୍ଜିତା ହାଇେ ନ ଥାନ୍ତା? ତେଣୁ ସେ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ଅନ୍ୟମାନଙ୍କଠାରୁ ହାଇେ ରହୁ, ତା'ପରେ ସେ ଛାଉଣୀ ଭିତରକୁ ଆସିପାରିବ।
ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।
ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।