Home Bibles ☰ Books ଲେବୀୟ ପୁସ୍ତକ 15:20 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 15:20 · ଓଡ଼ିଆ ବାଇବେଲ

ଆଉ ସହେି ସ୍ତ୍ରୀ ଧର୍ମ ସମୟରେ ଯେକୌଣସି ଶୟ୍ଯା ରେ ଶଯନ କରିବ, ତାହା ଅଶୁଚି ରହିବ ଓ ଯାହା ଉପରେ ସେ ବସିବ ତାହା ମଧ୍ଯ ଅଶୁଚି ହବେ।

Cross references

ଲେବୀୟ ପୁସ୍ତକ 15:4

ପ୍ରମହେ ରୋଗୀ ଯେଉଁ ଶୟ୍ଯା ରେ ଶଯନ କରେ ତାହା ଅଶୁଚି ଅଟେ। ଆଉ ସେ ଯେଉଁ ସବୁ ପଦାର୍ଥ ଉପରେ ବସିବ ତାହା ମଧ୍ଯ ଅଶୁଚି ହବେ।

ହିତୋପଦେଶ 2:16

ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।

ହିତୋପଦେଶ 5:3

ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।

ହିତୋପଦେଶ 6:24

ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।

ହିତୋପଦେଶ 6:35

ଯେ କୌଣସି ମୂଲ୍ଯ ତା'ର କୋର୍ଧକୁ ଶାନ୍ତ କରିପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କୋରଧ ଶାନ୍ତ ହବେ ନାହିଁ।

ହିତୋପଦେଶ 7:10

ସହେି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ଯାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦଯ ରେ ଚତୁରୀ ଥିଲା।

ହିତୋପଦେଶ 9:13

ଅଜ୍ଞାନ କଳିହୁଡ଼ି ସ୍ତ୍ରୀ ଉଚ୍ଚସ୍ବର ରେ ନିର୍ବୋଧ ବିଷଯ ରେ କ ହେ। ସେ କିଛି ବୁଝିପା ରେ ନାହିଁ।

ହିତୋପଦେଶ 22:27

ଯଦି ତୁମ୍ଭେ ତାହ ଋଣ ନ ଦଇେ ପାରିବ, ତବେେ ତୁମ୍ଭେ ତୁମ୍ଭର ସମସ୍ତ ହରାଇବ। କାହିଁକି ତୁମ୍ଭେ ତୁମ୍ଭର ଶୟ୍ଯା ହରାଇବ ?

ଉପଦେଶକ 7:26

ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:33

ମୂର୍ଖଙ୍କ ଭଳି ଆଚରଣ କର ନାହିଁ। ମନ୍ଦ ସଙ୍ଗୀମାନେ ଭଲ ଅଭ୍ଯାସଗୁଡ଼ିକୁ ନଷ୍ଟ କରି ଦବେେ।

Interlinear

Choose Theme