ଯଦି ରଜସ୍ବାଳା ସମୟରେ କୌଣସି ପୁରୁଷ ସହେି ସ୍ତ୍ରୀ ଲୋକ ସହିତ ଦୈହିକ ସମ୍ପର୍କ ରେଖ, ସେ ମଧ୍ଯ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ। ପୁଣି ସେ ଯେ କୌଣସି ଶୟ୍ଯା ରେ ଶଯନ କରେ ତାହା ଅଶୁଚି ହବେ।
Cross references
ପୁଣି ଏହିସବୁ ବିଧି ରଜସ୍ବାଳା ନାରୀ, ବିର୍ୟ୍ଯ କ୍ଷରଣକାରୀ ପୁରୁଷ ଓ ସ୍ତ୍ରୀ ଏବଂ ରଜସ୍ବଳା ନାରୀ ସହିତ ଶଯନ କରୁଥିବା ଲୋକମାନଙ୍କ ପାଇଁ ଲାଗୁ ହବେ।
ପୁଣି କୌଣସି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।
ଯଦି କହେି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରେଖ, ତବେେ ଉଭୟେ ପୁରୁଷ ଓ ସ୍ତ୍ରୀ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍। ସମାନେେ ଅପରାଧୀ କାରଣ ସମାନେେ ତା'ର ମାସିକ କ୍ଷରଣ ଅନାବୃତ କରିଛନ୍ତି।
ଏବଂ ସେ ପର୍ବତଗୁଡ଼ିକ ଉପ ରେ ଦିଆୟାଇଥିବା ବଳି ଭୋଜନ କରେ ନାହିଁ ଏବଂ ଇଶ୍ରାୟେଲ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ ନାହିଁ। ଆପଣା ପ୍ରତିବେଶୀର ସ୍ତ୍ରୀ ପ୍ରତି ପାପ କରି ନାହଁ କିମ୍ବା ନିଜ ସ୍ତ୍ରୀର ରଜସ୍ବଳା ସମୟରେ ତା' ସହିତ ସହବାସ କରି ନାହିଁ।
ତୁମ୍ଭ ମଧିଅରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ୟୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀ ରେ ଲୋକମାନେ ଅଛନ୍ତି, ୟିଏ ନାରୀମାନଙ୍କୁ ପାଶବିକ ଅତ୍ଯାଚାର ଏମିତକି ସମାନଙ୍କେର ଋତୁସ୍ରାବ ସମୟରେ ମଧ୍ଯ ଅତ୍ଯାଚାର କରନ୍ତି।
ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।