Home Bibles ☰ Books ଲେବୀୟ ପୁସ୍ତକ 15:8 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 15:8 · ଓଡ଼ିଆ ବାଇବେଲ

କ୍ଷରଣକାରୀ ବ୍ଯକ୍ତି ଯଦି ଶୁଚି ଲୋକ ଉପରେ ଛପେ ପକାଏ ତବେେ ସେ ବ୍ଯକ୍ତି ନିଜର ବସ୍ତ୍ର ଧୋଇବ, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

Cross references

ଲେବୀୟ ପୁସ୍ତକ 11:24

ଆଉ ଏମାନଙ୍କ ଦ୍ବାରା ତୁମ୍ଭମାନେେ ଅଶୁଚି ହବେ, ୟିଏ କହେି ସମାନଙ୍କେର ଶବ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

ଗଣନା ପୁସ୍ତକ 19:22

ଆଉ ସହେି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତବେେ ସେ ମଧ୍ଯ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

ଯିଶାଇୟ 1:16

ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଗାଲାତୀୟଙ୍କ ପ୍ରତି ପତ୍ର 1:8

କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ବର୍ଗଦୂତ ଯଦି ଆମ୍ଭଦ୍ବାରା ପ୍ରଚାରିତ ସୁସମାଚାରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଚାର ପ୍ରଚାର କରେ, ତା' ହେଲେ ସମାନେେ ଦଣ୍ଡ ଓ ନିନ୍ଦାର ପାତ୍ର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:1

ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।

ତୀତସଙ୍କ ପ୍ରତି ପତ୍ର 1:9

ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।

ଯାକୁବଙ୍କ ପତ୍ 4:8

ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

ପିତରଙ୍କ ଦିତୀୟ ପତ୍ର 2:1

ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।

ଯିହୂଦାଙ୍କ ପତ୍ର 1:4

କେତକେ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳ ରେ ପ୍ରବେଶ କରିଛନ୍ତି। ସମାନେେ ସମାନଙ୍କେର କାର୍ୟ୍ଯ ପାଇଁ ଦୋଷୀ ବିବଚେିତ ହାଇେ ସାରିଲଣେି। ଭବିଷ୍ଯଦ୍ ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟ ରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ବରଙ୍କର ବିରୋଧୀ। ସମାନେେ ପାପପୂର୍ଣ୍ଣ କାର୍ୟ୍ଯ କରିବା ପାଇଁ ଆମ୍ଭ ପରମେଶ୍ବରଙ୍କର ଅନୁଗ୍ରହକୁ ଅପବ୍ଯବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।

Interlinear

Choose Theme