ଯେଉଁ ପାପର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାୟାଇ ପ୍ରାଯଶ୍ଚିତ ହବୋ ପାଇଁ ଥିଲା, ସମାନଙ୍କେର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣୀ ବାହାରକୁ ନଇେ ଅଗ୍ନି ରେ ଦଗ୍ଧ କରିବେ।
Cross references
ସହେି ଚର୍ମ, ମଦେ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ନଇେ ଛାଉଣୀ
ବାହାରକୁ ନିଆୟିବା ଉଚିତ୍ ଓ ଧର୍ମକାର୍ୟ୍ଯର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ବାରା ଦଗ୍ଧ କରିବ।
ତା'ପରେ ସେ ଗୋବତ୍ସକୁ ଛାଉଣୀ ବାହାରକୁ ନଇେ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ପାଇଁ ପାପାର୍ଥକ ନବୈେଦ୍ଯ।
ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।
ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।
ମାତ୍ର ପବିତ୍ର ସ୍ଥାନ ରେ ପ୍ରାଯଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ ତମ୍ବୁ ଭିତରକୁ ଅଣାୟାଏ, ତବେେ ସହେି ପାପାର୍ଥକ ବଳି ନିଶ୍ଚଯ ଭୋଜନ କରାୟିବା ଉଚିତ୍ ନୁହେଁ। ତାହା ସମ୍ପୁର୍ଣ୍ଣରୂପେ ଅଗ୍ନି ରେ ଦଗ୍ଧ କରାୟିବା ଉଚିତ୍।
ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କୃଶ ରେ ଚଢ଼ାଇବା ପାଇଁ ନଇଗେଲେ।
ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।