Home Bibles ☰ Books ଲେବୀୟ ପୁସ୍ତକ 16:34 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 16:34 · ଓଡ଼ିଆ ବାଇବେଲ

ପୁଣି ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ସମାନଙ୍କେର ସମସ୍ତ ପାପ ସକାଶୁ ବର୍ଷ ମଧିଅରେ ଏକଥର ପ୍ରାଯଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହବେ।

Cross references

ଯାତ୍ରା ପୁସ୍ତକ 27:21

ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।

ଯାତ୍ରା ପୁସ୍ତକ 30:10

ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ୟଜ୍ଞବଦେୀର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ଯବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରେତ୍ୟକକ ବର୍ଷ ଏହା କରିବା ଉଚିତ୍। ଏହି ୟଜ୍ଞବଦେୀ ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।

ଯାତ୍ରା ପୁସ୍ତକ 39:43

ମାଶାେ ସହେି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷପେ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡିକ ଠିକ୍ ଭାବରେ ହାଇେଥିଲା। ତେଣୁ ମାଶାେ ସମାନଙ୍କେୁ ଆଶୀର୍ବାଦ କଲେ।

ଲେବୀୟ ପୁସ୍ତକ 3:17

ଏହି ବିଧି ପ୍ରେତ୍ୟକକ ଗୃହ ରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ଯତ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀଯ ହବେ। ତୁମ୍ଭମାନେେ ଯେଉଁ ଠା ରେ ରୁହ ନା କାହିଁକି ମଦେ କିମ୍ବା ରକ୍ତ ଭୋଜନ କରିବ ନାହିଁ।

ଲେବୀୟ ପୁସ୍ତକ 16:2

ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ଯୁ ନ ହୁଏ, ଏଥିପାଇଁ ବିଚ୍ଛଦେ ବସ୍ତ୍ର ଭିତ ରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛଦକ ସମ୍ମୁଖ ରେ ପବିତ୍ର ସ୍ଥାନ ରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦବୋ।

ଲେବୀୟ ପୁସ୍ତକ 23:31

ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ ସଦେିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 24:23

ତା'ପରେ ମାଶାେ ଇଶ୍ରାୟେଲ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବାରୁ ସମାନେେ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇଶ୍ରାୟେଲ ସନ୍ତାନଗଣ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।

ଗଣନା ପୁସ୍ତକ 29:7

ପୁଣି ସପ୍ତମ ମାସର ଦଶମ ଦିନ ରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ସେ ଦିନ ରେ ତୁମ୍ଭମାନେେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସହେି ଦିନ କୌଣସି ପ୍ରକାର କାର୍ୟ୍ଯ କରିବା ଉଚିତ୍ ନୁହେଁ।

ଏବ୍ରୀ 9:7

କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।

ଏବ୍ରୀ 9:25

ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।

ଏବ୍ରୀ 10:3

ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।

ଏବ୍ରୀ 10:14

ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।

Interlinear

Choose Theme