Home Bibles ଲେବୀୟ ପୁସ୍ତକ 17:6 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 17:6 · ଓଡ଼ିଆ ବାଇବେଲ

ତା'ପରେ ସେ ଯାଜକ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ରକ୍ତ ଛିଞ୍ଚିବେ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ବରୂପ ସହେି ମଦେ ଦଗ୍ଧ କରିବ।

Cross references

ଯାତ୍ରା ପୁସ୍ତକ 29:13

ତା'ପରେ ତା'ର ଭିତରର ମଦେ, କଲିଜାର ମଦେ ଅଂଶ, ୟକୃତ ଏବଂ ଚାରିପଟେ ଥିବା ମଦକେୁ ୟଜ୍ଞବଦେୀ ରେ ଦଗ୍ଧ କର।

ଯାତ୍ରା ପୁସ୍ତକ 29:18

ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

ଲେବୀୟ ପୁସ୍ତକ 3:2

ପୁଣି ସେ ସମାଗମ-ତମ୍ବୁର ଦ୍ବାର ଦେଶ ରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କରିବେ।

ଲେବୀୟ ପୁସ୍ତକ 3:5

ତହୁଁ ହାରୋଣର ପୁତ୍ରଗଣ ୟଜ୍ଞବଦେୀ ରେ ଏହିସବୁ ସହିତ ଅଗ୍ନିକାଠ ରେ ଥିବା ହାମବେଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ଅଟେ।

ଲେବୀୟ ପୁସ୍ତକ 3:8

ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।

ଲେବୀୟ ପୁସ୍ତକ 3:11

ତତ୍ପରେ ଯାଜକ ସେସମସ୍ତ ନଇେ ବଦେୀ ଉପରେ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ଉପହାର ହବେ।

ଲେବୀୟ ପୁସ୍ତକ 3:13

ସେ ସହେି ଛାଗ ମସ୍ତକରେ ହାତ ରଖିବ ଓ ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ରର ତା'ର ରକ୍ତ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।

ଲେବୀୟ ପୁସ୍ତକ 3:16

ତା'ପରେ ଯାଜକ ୟଜ୍ଞବଦେୀ ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମଦେ ସଦାପ୍ରଭୁଙ୍ଗର।

ଲେବୀୟ ପୁସ୍ତକ 4:31

ପୁଣି ସହଭାଗିତାର ନବୈେଦ୍ଯରୁ ନଇେଥିବା ମଦତେୁଲ୍ଯ ତାହାର ସମସ୍ତ ମଦେ ନବେ, ଆଉ ସହେି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାଯଶ୍ଚିତ କରାଇବା ଓ ସେଥି ରେ ସେ ପରମେଶ୍ବରଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।

ଗଣନା ପୁସ୍ତକ 18:17

ମାତ୍ର ତୁମ୍ଭେ ଗୋରୁ କିମ୍ବା ମଷେ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସମାନେେ ପବିତ୍ର, ତୁମ୍ଭେ ୟଜ୍ଞବଦେୀ ଉପରେ ସମାନଙ୍କେର ରକ୍ତ ଛିଞ୍ଚିବେ ଏବଂ ସମାନଙ୍କେର ମଦକେୁ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ହବେ।

ଯିହିଜିକଲ 44:15

କିନ୍ତୁ ସମସ୍ତ ଲବେୀୟ ଯାଜକଗଣ, ସାଦୋକର ଭବିଷ୍ଯତ ବଂଶଧରଗଣ ଯେଉଁମାନେ ମାରେ ପବିତ୍ର ସ୍ଥାନ ନିଯମ ଅନୁସରଣ କଲେ, ଯେତବେେଳେ ଇଶ୍ରାୟେଲୀୟମାନେ ମାଠାରୁେ ବିପଥଗାମୀ ହେଲେ, ସମାନେେ ମାେ ପାଖକୁ ସବୋ କରିବା ପାଇଁ ଆସିବାକୁ ସମର୍ଥ ହବେ। ସମାନେେ ମାେ ଉଦ୍ଦେଶ୍ଯ ରେ ମଦେ ଓ ରକ୍ତ ବଳିଦାନ ହାଇେଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମାେ ସମ୍ମୁଖ ରେ ଠିଆ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

Interlinear

Choose Theme