Home Bibles ଲେବୀୟ ପୁସ୍ତକ 17:9 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 17:9 · ଓଡ଼ିଆ ବାଇବେଲ

ତବେେ ସେ ସହେି ବଳିଦାନ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନକରିବ ତବେେ ସେ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବ।

Cross references

ଯାତ୍ରା ପୁସ୍ତକ 30:33

ଯଦି ଜଣେ ଲୋକ ଏହି ତୈଳ ପରି ସୁଗନ୍ଧି ତିଆରି କରେ, ଏବଂ ଯଦି ଅୟୋଗ୍ଯ ବ୍ଯକ୍ତିକୁ ଦିଆୟାଏ, ତାକୁ ଏହି ଲୋକମାନଙ୍କଠାରୁ ଅଲଗା କରାୟିବ।

ଲେବୀୟ ପୁସ୍ତକ 17:4

ସହେି ଲୋକ ସହେି ପ୍ରାଣୀକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ ଓ ସହେି ପ୍ରାଣୀର ଏକ ଅଂଶ ଉପହାର ସ୍ବରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ। ସେ ଯଦି ତାହା ନକରେ ତବେେ ରକ୍ତପାତର ଅପରାଧ ରେ ଅପରାଧୀ ହବେ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।

Interlinear

Choose Theme