Home Bibles ☰ Books ଲେବୀୟ ପୁସ୍ତକ 18:12 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 18:12 · ଓଡ଼ିଆ ବାଇବେଲ

ତୁମ୍ଭେ ନିଜର ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସଂପର୍କୀଯ।

Cross references

ଯାତ୍ରା ପୁସ୍ତକ 6:20

ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକବଦେ। ଏଣୁ ଅମ୍ରମ ଆଉ ୟୋକବଦେ ହାରୋଣ ଓ ମାଶାଙ୍କେୁ ଜନ୍ମ ଦେଲେ।

ଲେବୀୟ ପୁସ୍ତକ 20:19

ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସଂପର୍କୀଯ ସହିତ ଅପରାଧ ହବେ ଓ ସେଥିପାଇଁ ସମାନେେ ନିଜ ନିଜ ଅପରାଧ ବହନ କରିବେ।

Interlinear

Choose Theme