ଲେବୀୟ ପୁସ୍ତକ 18:17 · ଓଡ଼ିଆ ବାଇବେଲ
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସମାନେେ ତା'ର ନିକଟ ସଂପର୍କୀଯ। ଏପ୍ରକାର ୟୋନ ସଂପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।
Cross references
ଲେବୀୟ ପୁସ୍ତକ 20:14
ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।
ଦିତୀୟ ବିବରଣ 27:23
ଲବେୀୟମାନେ କହିବେ, ଯେ କହେି ଆପଣା ଶାଶକ୍ସ୍ଟ ସଙ୍ଗେ ୟୌନ ସଐର୍କ ରକ୍ଷାକରେ ସେ ଅଭିଶଲ୍ଗ ହେଉ।'
ଆମୋଷ 2:7
ସମାନେେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡି ଦଣ୍ତ ଦେଉଥିଲେ ଓ ସମାନଙ୍କେୁ ପଦାଘାତ କରୁଥିଲେ। ସମାନେେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନଥିଲେ। ମାରେ ପବିତ୍ର ନାମକୁ କଳୁଷିତ କରିବାକୁ ୟାଇ ଜଣେ ବ୍ଯକ୍ତି ଓ ତା'ର ପିତା, ଜଣେ ରମଣୀ ସହ ୟୌନ ସଂପର୍କ ରଖିଥିଲେ।