ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।
Cross references
ତୁମ୍ଭେ ଚୋରୀ କରିବ ନାହିଁ।
ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
ଜଣେ ବ୍ଯକ୍ତି ପାଇଁ କ'ଣ ଦଣ୍ଡ ଅଛି ୟିଏ ଗୋରୁ କିମ୍ବା ମଷେ ଚୋରି କରେ, ଯଦି ସେ ତାକୁ ହତ୍ଯା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫରୋଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳ ରେ ପାଞ୍ଚଟି ଗୋରୁ, ଏବଂ ଏକ ମଷେ ବଦଳ ରେ ଚାରୋଟୀ ମଷେ ଦବେ।
ଆଉ କହେି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ଯ ରଖିବା ପାଇଁ ସମର୍ପଣ କଲେ ତାହା ଯବେେ କହେି ସହେି ଲୋକର ଗୃହରୁ ଚୋରିକରେ ଓ ସହେି ଚୋର ଧରାପଡେ, ତବେେ ସେ ତା'ର ଦୁଇଗୁଣ ଦବେ।
କୌଣସି ଲୋକ ଯଦି ଅନ୍ୟ କାହାର ଗଧ କି ଗୋରୁ, କି ମଷେ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଥାଏ, ଯଦି ଅ ଦଖାେ ରେ ସେ ପଶୁ ମ ରେ କିମ୍ବା ଅଙ୍ଗହାନି ହୁଏ କିମ୍ବା ତଡ଼ି ଦିଆୟାଏ,
କହେି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ସତ୍ଯ ଲଙ୍ଘନ କରେ, ଅର୍ଥାତ୍ ଗଚ୍ଛିତ ବା ହସ୍ତ ରେ ସମର୍ପିତ, କିମ୍ବା ଅପହୃତ ଦ୍ରବ୍ଯ ବିଷଯ ରେ ଆପଣା ପ୍ରତିବେଶୀ ସହିତ ଅସତ୍ଯ ବ୍ଯବହାର କରେ, ଅଥବା ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରେ।
ତୁମ୍ଭମାନେେ ଚୋରି କରିବ ନାହିଁ।
ଏଥି ରେ ବୃଦ୍ଧ ଭବିଷ୍ଯଦ୍ବକ୍ତା କହିଲେ, ମୁଁ ମଧ୍ଯ ତୁମ୍ଭ ପରି ଜଣେ ଭବିଷ୍ଯଦ୍ବକ୍ତା। ତା'ପରେ ସେ ମିଥ୍ଯା କହି ତାଙ୍କୁ ଜଣାଇଲେ, ଜଣେ ଦୂତ ସଦାପ୍ରଭୁଙ୍କ ଦ୍ବାରା ପ୍ ରରେିତ ହାଇେ ମାେତେ କହିଲେ ତୁମ୍ଭେ ପରମେଶ୍ବରଙ୍କ ଲୋକଙ୍କୁ ତୁମ୍ଭ ଗୃହକୁ ନଇେ ତୁମ୍ଭ ସହିତ ଅନ୍ନ ଭୋଜନ ଓ ଜଳପାନ କରାଅ।
ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।
ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।
ଇଶ୍ରାୟେଲର େଛାଟରୁ ବଡ଼ ପର୍ୟ୍ଯନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ଯଦବକ୍ତାଠାରୁ ଯାଜକ ପର୍ୟ୍ଯନ୍ତ ପ୍ରେତ୍ୟକକ ମିଥ୍ଯାଚାରୀ।
ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?
ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।
ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।
ତୁମ୍ଭମାନେେ ଏହିସବୁ ନିଶ୍ଚଯ କରିବ, ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ଯ କୁହ। ତୁମ୍ଭମାନେେ ତୁମ୍ଭମାନଙ୍କର ନଗରମାନଙ୍କ ରେ ସତ୍ଯତା ଏବଂ ନ୍ଯାଯପୂର୍ଣ୍ଣ ବିଗ୍ଭର କର।