Home Bibles ଲେବୀୟ ପୁସ୍ତକ 19:21 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 19:21 · ଓଡ଼ିଆ ବାଇବେଲ

ପୁଣି ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାଗମ ତମ୍ବୁ ଦ୍ବାର ନିକଟକୁ ଆପଣାର ଦୋଷାର୍ଥକ ବଳି ଅର୍ଥାତ୍ ଦୋଷାର୍ଥକ ମଷେ ଆଣିବ।

Cross references

ଲେବୀୟ ପୁସ୍ତକ 5:1

ଯଦି କୌଣସି ବ୍ଯକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତବେେ ସେ ପାପ କରେ ଓ ଅପରାଧୀ ହୁଏ।

ଲେବୀୟ ପୁସ୍ତକ 5:15

କହେି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷଯ ରେ ଅଜାଣତ ରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନଥିବା ଏକ ମଷେଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦବୋ ଉଚିତ୍। ସହେି ମଷେ ଛୂଆର ମୁଲ୍ଯ କାର୍ୟ୍ଯାଳଯ ମାପ ଅନୁୟାଯୀ ନିରୂପିତ ହବୋ ଉଚିତ୍।

ଲେବୀୟ ପୁସ୍ତକ 6:6

ପୁଣି ସେ ସଦାପ୍ରଭୁଙ୍କୁ ଉଦ୍ଦେଶ୍ଯ ରେ ତା'ର ଦୋଷାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ଯ ଅନୁସାରେ ପଲରୁ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ।

Interlinear

Choose Theme