Home Bibles ☰ Books ଲେବୀୟ ପୁସ୍ତକ 19:25 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 19:25 · ଓଡ଼ିଆ ବାଇବେଲ

ତା'ପରେ ପଞ୍ଚମ ବର୍ଷ ରେ ତୁମ୍ଭମାନେେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

Cross references

ଲେବୀୟ ପୁସ୍ତକ 19:3

ତୁମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପିତା ମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମାରେବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଲେବୀୟ ପୁସ୍ତକ 19:4

ଆଉ ତୁମ୍ଭମାନେେ ପ୍ରତିମାଗଣଙ୍କୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦବେତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଲେବୀୟ ପୁସ୍ତକ 19:10

ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସଂପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ର ରେ ପଡିଥିବା ଫଳ ସାଉଣ୍ଟିବ ନାହିଁ। ସଗେୁଡିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡିଦବେ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଲେବୀୟ ପୁସ୍ତକ 23:14

ତୁମ୍ଭମାନେେ ଯେଉଁ ପର୍ୟ୍ଯନ୍ତ ନୂତନ ଶସ୍ଯର ନବୈେଦ୍ଯ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନ ଆଣିଛ ସପେର୍ୟ୍ଯନ୍ତ ତୁମ୍ଭମାନେେ ରୋଟୀ, କି ଭଜା ଶସ୍ଯ କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନ ରେ ଏହା ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ହବେ।

ଲେବୀୟ ପୁସ୍ତକ 26:3

ତୁମ୍ଭେ ଯଦି ତାହା କର, ତବେେ ମାରେ କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ଯବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।

ହିତୋପଦେଶ 3:9

ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।

ଉପଦେଶକ 11:1

ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।

ହଗୟ 1:4

ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି।

ହଗୟ 1:9

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।

ହଗୟ 2:18

ସଦାପ୍ରଭୁ କହିଲେ, ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭମାନେେ ସଦାପ୍ରଭୁଙ୍କ ମନ୍ଦିର ରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ୟ୍ଯ ଶଷେ କରିଛ। ତେଣୁ ଏହାପ ରେ କ'ଣ ସବୁ ଘଟୁଛି ଆଗକୁ ଲକ୍ଷ୍ଯ କର।

ମଲାଖୀ 3:8

ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।

Interlinear

Choose Theme