ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳିଦାନ କର, ତବେେ ତାହା ଗୃହୀତ ହବୋ ପାଇଁ ବିଧି ଅନୁସାରେ ଉତ୍ସର୍ଗ କରିବ।
Cross references
ଏହାପରେ ମାଶାେ ଇଶ୍ରାୟେଲର ୟୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁଁ ପଠାଇଲେ। ସହେି ୟୁବକଗଣ ପରମେଶ୍ବରଙ୍କ ନିକଟରେ ହାମବେଳି ଓ ମଙ୍ଗଳାର୍ଥକ ବଳି ସ୍ବରୂପେ ବୃଷଭମାନଙ୍କୁ ବଳିଦାନ ଦେଲେ।
ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।
ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।
ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।
ମାତ୍ର ଯଦି ସହେି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ବେଚ୍ଛାଦତ୍ତ ଉପହାର ହୁଏ। ତବେେ ସେ ତାହାର ସହେି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳ ରେ ଭୋଜନ କରିବ।
ଯଦି ତୃତୀୟ ଦିନ ରେ ସହେି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାୟାଏ, ତବେେ ତାହା ଗ୍ରାହ୍ଯ ହବେ ନାହିଁକିମ୍ବା ତାହା ବଳିଦାନକାରୀ ପକ୍ଷ ରେ ଗଣାୟିବ ନାହିଁ। ତାହା ଘୃଣା ଯୋଗ୍ଯ ହବେ, ଆଉ ଯେଉଁ ବ୍ଯକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ।
ସମାନେେ ଗ୍ରାହ୍ଯ ହବୋ ନିମନ୍ତେ ନିଖୁଣ ଅଣ୍ଡିରା ମଷେ, ଗୋରୁ କିମ୍ବା ପୁଂଛାଗ ଉତ୍ସର୍ଗ କରିବା ଉଚିତ୍।
ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ବେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତବେେ ତାହା ଗ୍ରାହ୍ଯ ହବୋ ନିମନ୍ତେ ନିଖୁଣ ପଶୁ ହବେ ଓ ତାହାଠା ରେ କୌଣସି ଖୁଣ ନଥିବ।
ତୁମ୍ଭେ ଗୋଟିଏ ପଶୁର, ଯାହାର ଗୋଟିଏ ଗୋଡ ଅତି ଲମ୍ବା କିମ୍ବା ଗୋଟିଏ ଅସମାନ ପାଦ ଉତ୍ସର୍ଗ କରିପାର, ମାତ୍ର ମାନସିକ ଶାନ୍ତି ନିମନ୍ତେ ସପରେି ଗାଈ କିମ୍ବା ମେଣ୍ଢା ଗ୍ରାହ୍ଯ ହବେନାହିଁ।
ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କ ପ୍ରଶଂସାର୍ଥେ ବଳିଦାନ ଉତ୍ସର୍ଗ କର, ତୁମ୍ଭେ ଏହା ଠିକ୍ ପଦ୍ଧତି ରେ ଉତ୍ସର୍ଗ କରିବା ଉଚିତ୍ ଯାହା ଫଳ ରେ ତାହା ଗ୍ରାହ୍ଯ ହବେ।
ରାଜା ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ସମାନଙ୍କେର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରେତ୍ୟକକ ଦଳର ନିଜସ୍ବ ବିଶଷେ କାର୍ୟ୍ଯ ରହିଥିଲା। ତେଣୁ ଯାଜକମାନେ ଓ ଲବେୀୟମାନେ ପୁନର୍ବାର ହାମବେଳି ଉପହାର ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବାର କାର୍ୟ୍ଯ କଲେ। ଆଉ ମଧ୍ଯ ପରମେଶ୍ବର ମନ୍ଦିର ରେ ସବୋକାର୍ୟ୍ଯ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରଗୁଡ଼ିକ ନିକଟରେ ପ୍ରଶଂସାଗାନ କରିବା କାର୍ୟ୍ଯ ସମାନଙ୍କେର ଥିଲା।
ଆଉ ଇଶ୍ରାୟେଲର ଭଲ ଜଳ ହାଇେଥିବା ଚାରଣଭୂମି ସ୍ଥାନରୁ ପଲର 200 ମଷେ ମଧ୍ଯରୁ ଏକ ମଷେ ଦବେ। ତାହା ଲୋକମାନଙ୍କ ନିମନ୍ତେ ବିଶଷେ ନବୈେଦ୍ଯ ହବେ।
ପୁଣି ଅଧିପତି ବାହାର ଦ୍ବାରର ବାରଣ୍ଡା ଦଇେ ପ୍ରବେଶ କରିବେ ଓ ଦ୍ବାର ଚୌକାଠ ନିକଟରେ ଠିଆ ହବେେ। ଆଉ ଯାଜକମାନେ ତାଙ୍କର ହାମାେର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ସେ ଦ୍ବାର ପ୍ରବେଶ ସ୍ଥାନ ରେ ପ୍ରଣାମ କରିବେ ଓ ତା'ପ ରେ ବାହାରି ଯିବେ। କିନ୍ତୁ ସନ୍ଧ୍ଯା ପର୍ୟ୍ଯନ୍ତ ଦ୍ବାର ବନ୍ଦ କରାୟିବ ନାହିଁ।
ପୁଣି ଅଧିପତି ଯେତବେେଳେ ସ୍ବେଚ୍ଛାଦତ୍ତ ଉପହାର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଅବା ମଙ୍ଗଳାର୍ଥକ ବଳି ସ୍ବେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତବେେଳେ ତାଙ୍କ ପାଇଁ ପୂର୍ବଦ୍ବାର ଫିଟାୟିବ। ଏବଂ ସେ ବିଶ୍ରାମ ଦିନ ରେ ଯେପରି କରନ୍ତି ସହେିପରି ଆପଣା ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତା'ପ ରେ ସେ ବାହାରି ଯିବେ ଓ ବାହାରି ଗଲାପ ରେ ଦ୍ବାର ବନ୍ଦ କରାୟିବ।
ସେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଦୂର ରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଥିବା ହତେୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହାଇେଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ତୁମ୍ଭେ ପରମେଶ୍ବରଙ୍କର ନିକଟତର ହାଇେଛ।