Home Bibles ଲେବୀୟ ପୁସ୍ତକ 2:8 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 2:8 · ଓଡ଼ିଆ ବାଇବେଲ

ତୁମ୍ଭେ ଏହିସବୁ ଦ୍ରବ୍ଯ ରେ ପ୍ରସ୍ତୁତି ଶସ୍ଯ ନବୈେଦ୍ଯ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ଆଉ ତାହା ଯାଜକକୁ ଦବେ ଓ ଯାଜକ ତାକୁ ନଇେ ୟଜ୍ଞବଦେୀ ଉପରେ ରଖିବ।

Cross references

ଯୋୟେଲ 1:13

ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।

Interlinear

Choose Theme