Home Bibles ଲେବୀୟ ପୁସ୍ତକ 20:15 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 20:15 · ଓଡ଼ିଆ ବାଇବେଲ

ଯଦି କହେି କୌଣସି ପଶୁକୁ ସଙ୍ଗମ କରେ, ତବେେ ସେ ନିଶ୍ଚଯ ହତ ହବେ ଓ ତୁମ୍ଭମାନେେ ମଧ୍ଯ ସହେି ପଶୁକୁ ବଧ କରିବ।

Cross references

ଯାତ୍ରା ପୁସ୍ତକ 22:19

କୌଣସି ଲୋକକୁ ପଶୁ ସହିତ ୟୌନ ସଂପର୍କ ରଖିବାକୁ ଦବେ ନାହିଁ। ଯଦି ଏପରି କହେି କରେ, ତବେେ ତାକୁ ମୃତ୍ଯୁ ଦଣ୍ଡ ଦବେ।

ଲେବୀୟ ପୁସ୍ତକ 18:23

ତୁମ୍ଭେ କୌଣସି ପଶୁ ସହିତ ୟୌନ ସଂପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଏହା ପ୍ରକୃତି ବି ରୋଧ।

ଦିତୀୟ ବିବରଣ 27:21

ଲବେୀୟମାନେ କହିବେ, ' ଯେଉଁ ଲୋକର କୌଣସି ପଶକ୍ସ୍ଟ ସହିତ ୟୌନ ସଐର୍କ ଥାଏ, ସେ ଅଭିଶଲ୍ଗ ହେଉ।'

Interlinear

Choose Theme