Home Bibles ☰ Books ଲେବୀୟ ପୁସ୍ତକ 20:5 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 20:5 · ଓଡ଼ିଆ ବାଇବେଲ

ତବେେ ମୁଁ ସହେି ଲୋକ ବିରୁଦ୍ଧ ରେ ଓ ତା'ର ବଂଶ ବିରୁଦ୍ଧ ରେ ୟିବି, ସମେନଙ୍କର ମାେଲକ୍ ଦବେତା ସହିତ ଜଡିତ ହବୋ କାରଣରୁ, ତା'ର ଦେଶବାସୀଠରୁ ତାକୁ ଓ ତା'ର ଅସୁସରଣକାରୀମାନଙ୍କୁ ଦୁ ରଇେ ରଖିବି।

Cross references

ଯାତ୍ରା ପୁସ୍ତକ 20:5

କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।

ଲେବୀୟ ପୁସ୍ତକ 17:7

ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।

ଲେବୀୟ ପୁସ୍ତକ 17:10

ଆଉ କୌଣସି ଇଶ୍ରାୟେଲୀୟ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତବେେ ଆମ୍ଭେ ସହେି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ୍ ରଖିବା।

ଗୀତସଂହିତା 106:39

ତଣେୁ ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର କାର୍ୟ୍ଯଦ୍ବାରା ଅପବିତ୍ର ହାଇେଥିଲେ। ପରମେଶ୍ବରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ବାସୀ ହେଲେ ନାହିଁ। ଅନ୍ୟ ଦେଶୀଯ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ଯ ସପରେି କାର୍ୟ୍ଯ କଲେ।

ଯିରିମିୟ 3:2

ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ।

ଯିରିମିୟ 32:28

ପୁଣି ସଦାପ୍ରଭୁ ଏହା ମଧ୍ଯ କହିଲେ, ଦେଖ, ଆମ୍ଭେ କଲଦୀଯମାନଙ୍କ ହସ୍ତ ରେ ଓ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଏହି ନଗର ସମର୍ପଣ କରିବା। ସେ ତାହା ହସ୍ତଗତ କରିବେ।

ଯିରିମିୟ 32:39

ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।

ଯିରିମିୟ 44:11

ଏଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷ ରେ ଓ ସମଗ୍ର ଯିହୁଦା ବିପକ୍ଷ ରେ ଅମଙ୍ଗଳ ଓ ଧ୍ବଂସ ଘଟାଇବା ପାଇଁ ମନସ୍ଥ କରିଅଛୁ।

ହୋଶେୟ 2:5

ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'

ହୋଶେୟ 2:13

ସେ ବାଲ୍ଙ୍କୁ ସବୋ କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦବୋ। ସେ ବାଲଙ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସହେି ମିଥ୍ଯା ପ୍ ରମେିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିୟାଇଥିଲା। ସଦାପ୍ରଭୁ ଏହା କହିଲେ।

Interlinear

Choose Theme