Home Bibles ଲେବୀୟ ପୁସ୍ତକ 21:20 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 21:20 · ଓଡ଼ିଆ ବାଇବେଲ

କି କୁଜା, କି ବାମନ,

Cross references

ଲେବୀୟ ପୁସ୍ତକ 22:24

ଆଉ ମଧ୍ଯ ଯେଉଁ ପ୍ରାଣୀର କୋଷ ମାେଡା କି ଛଚୋ କି ଭଙ୍ଗା କି କଟା ଏପରି ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ ନାହିଁକିମ୍ବା ତୁମ୍ଭମାନେେ ଆପଣା ଦେଶ ରେ ଏପରି ବଳିଦାନ କରିବନାହିଁ।

ଦିତୀୟ ବିବରଣ 23:1

ଚକ୍ସ୍ଟର୍ଣ୍ଣ କୋଷ କିଅବା ଛିନ୍ନଲିଙ୍ଗ ବ୍ଯକ୍ତି ସଦାପ୍ରଭୁଙ୍କ ସମାଜ ରେ ପ୍ରବେଶ କରିବ ନାହିଁ।

ଦିତୀୟ ବିବରଣ 23:2

ଯଦି କୌଣସି ଲୋକର ପିତାମାତାଙ୍କର ବିବାହ ନିଯମାନକ୍ସ୍ଟୟାଯୀ ହାଇନେଥାଏ ତବେେ ସହେିଲୋକ ଏବଂ ତାଙ୍କର ବଂଶଧରମାନେ ଦଶ ପୁରୁଷ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଧାର୍ମିକ ସମାଜ ରେ ପ୍ରବେଶ କରିପାରିବେ ନାହିଁ।

ଯିଶାଇୟ 56:3

ସଦାପ୍ରଭୁଙ୍କଠା ରେ ଆସକ୍ତ ବିଦେଶୀ ନ କହୁ ଯେ ସଦାପ୍ରଭୁ ମାେତେ ଆପଣା ଲୋକଠାରୁ ନିଶ୍ଚଯ ପୃଥକ୍ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହାଇପୋରିବି ନାହିଁ।'

Interlinear

Choose Theme