ସେ ଆପଣା ପରମେଶ୍ବରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ।
Cross references
ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।
ସହେି ଶସ୍ଯ-ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହବେ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆୟାଏ ମହାପବିତ୍ର ଅଟେ।
ଯାଜକ ଶଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହାମବେଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ୟଜ୍ଞବଦେୀ ପାଶର୍ବା ରେ ରଖିବା ଉଚିତ୍।
ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।
ଯାଜକ ପରିବାରରୁ ଯେ କୌଣସି ପୁରୁଷ ତାହା ଭୋଜନ କରିବେ। ତାହା ଅତି ପବିତ୍ର ଅଟେ।
ଏହିସବୁ ଦୋଷାର୍ଥକ ବଳିର ବିଧି ଅଟେ। ତାହା ମହାପବିତ୍ର।
ଯାଜକ ପରିବାର ମଧ୍ଯରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରିପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନ ରେ ତାହା ଭୋଜନ କରାୟିବ।
ଏହାପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିଯାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ଯ ନବୈେଦ୍ଯ, ତାହା ତୁମ୍ଭମାନେେ ନଇେ ୟଜ୍ଞବଦେୀ ନିକଟରେ ବିନା ତାଡି ରେ ଭୋଜନ କର, ତାହା ମହାପବିତ୍ର।
ତୁମ୍ଭମାନେେ କାହିଁକି ପବିତ୍ର ସ୍ଥାନ ରେ ସହେି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦଇେଛନ୍ତି।
ତା'ପରେ ସେ ଯାଜକ ଯେଉଁ ସ୍ଥାନ ରେ ପାପାର୍ଥକ ଓ ହାମବେଳି ବଧ କରାୟାଏ ସହେି ପବିତ୍ର ସ୍ଥାନ ରେ ସହେି ମଷେବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ଯ ଯାଜକର ଅଟେ। ତାହା ମହାପବିତ୍ର ଅଟେ।
ସୂର୍ୟ୍ଯାସ୍ତ ପରେ ସେ ପବିତ୍ର ଖାଦ୍ୟ ଭୋଜନ କରିବା ଉଚିତ୍। କାରଣ ପବିତ୍ର ଖାଦ୍ୟ ମଧ୍ଯରୁ କିଛି ଖାଦ୍ୟ ତାହାର ଅଟେ।
କବଳେ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀଯ କୌଣସି ଲୋକ ଅବା ଯାଜକ ଗୃହ ରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।
ମାତ୍ର ଯାଜକର ରୂପା ରେ କିଣା ୟାଇଥିବା କ୍ରୀତଦାସ ସହେି ପବିତ୍ର ଖାଦ୍ୟ ଭୋଜନ କରିପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରିପାରିବେ।
ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖ ରେ ରୋଟୀ ସବୁ ସମୟ ପାଇଁ ରଖିବ। ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ଏହା ଅନନ୍ତକାଳୀନ ବିଧି ହବୋ ଉଚିତ୍।
ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।
ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶଷେ ଉପହାର ଉତ୍ସର୍ଗ କରେ, ଏହା ବ୍ଯକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହାଇପୋ ରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହବେ ନାହିଁ। ପ୍ରେତ୍ୟକକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।
ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡିକ ତୁମ୍ଭର ହବେ। ଏହି ଅଂଶଗୁଡିକ ଦଗ୍ଧ ହବୋ ଉଚିତ୍ ନୁହଁ ଯଥା: ସମାନଙ୍କେର ଶସ୍ଯ ନବୈେଦ୍ଯ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ଯତ ବଂଶଧରଙ୍କ ପାଇଁ।
ଇଶ୍ରାୟେଲ ଲୋକମାନେ ଯେଉଁସବୁ ଦ୍ରବ୍ଯ ପବିତ୍ର କରି ଉତ୍ତୋଳନୀଯ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ଯାଗଣକୁ ଦଲେୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତ ରେ ଅନନ୍ତକାଳୀନ ନିଯମ।
ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସବେକ ସମାନେେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବଦେୀର ସବୋ ରେ ନିୟୁକ୍ତ ସମାନେେ ବଦେୀକୁ ଅଣାଯାଇଥିବା ନବୈେଦ୍ଯରୁ କିଛି ଭାଗ ପାଆନ୍ତି।