Home Bibles ☰ Books ଲେବୀୟ ପୁସ୍ତକ 22:10 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 22:10 · ଓଡ଼ିଆ ବାଇବେଲ

କବଳେ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀଯ କୌଣସି ଲୋକ ଅବା ଯାଜକ ଗୃହ ରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।

Cross references

ଯାତ୍ରା ପୁସ୍ତକ 12:43

ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ।

ଯାତ୍ରା ପୁସ୍ତକ 12:45

ନ ହେଲ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।

ଯାତ୍ରା ପୁସ୍ତକ 29:33

ସମାନଙ୍କେୁ ପଦ ରେ ନିୟୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ବାରା ପ୍ରାଯଶ୍ଚିତ ହେଲା, ତାହା ସମାନେେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀଯ ଲୋକ ତାହା ଭୋଜନ କରିବ ନାହିଁକାରଣ ତାହାସବୁ ପବିତ୍ର ବସ୍ତୁ।

ଲେବୀୟ ପୁସ୍ତକ 21:22

ସେ ଆପଣା ପରମେଶ୍ବରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ।

ପ୍ରଥମ ଶାମୁୟେଲ 21:6

ଦାଉଦ ଯାଜକଙ୍କକ୍ସ୍ଟ ଉତ୍ତର ଦେଲେ, ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ୟୌନ ସଐର୍କ ନାହିଁ। ମାରେ ଲୋକମାନେ ସର୍ବଦା ଶରୀରକକ୍ସ୍ଟ ପବିତ୍ର ରଖିଥାନ୍ତି। ଯେତବେେଳେ ଆମ୍ଭେ ୟକ୍ସ୍ଟଦ୍ଧକକ୍ସ୍ଟ ଯାଉ ଏପରିକି କବଳେ ସାଧାରଣ ଅଭିୟାନ ହେଲବେି ଏବଂ ଆଜି ତ ଏକ ସ୍ବତନ୍ତ୍ର ଦିନ ଅଟେ, କାରଣ ଆମର ଅଭିୟାନ ଆଜି ବହକ୍ସ୍ଟତ ସ୍ବତନ୍ତ୍ର।

ପ୍ରଥମ ଶାମୁୟେଲ 21:7

ଏଠା ରେ ପବିତ୍ର ରୋଟୀ ଛଡା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକକ୍ସ୍ଟ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକକ୍ସ୍ଟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଟବେକ୍ସ୍ଟଲ ଉପରେ ରଖିଥିଲେ। ପ୍ରେତ୍ୟକକ ଦିନ ସେ ଏହି ରୋଟୀ ସଠାେରକ୍ସ୍ଟ କାଢି ନଇେ ତଟକା ରୋଟୀ ସହେିଠା ରେ ରଖନ୍ତି।

ଏଜ୍ରା 2:63

ଶାସନକର୍ତ୍ତା ସମାନଙ୍କେୁ କହିଲେ ଯେ, ସମାନେେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ୟ୍ଯନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହାଇେ ନାହିଁ।

ଯିହିଜିକଲ 44:8

ପୁଣି ତୁମ୍ଭମାନେେ ମାରେ ପବିତ୍ର ବସ୍ତୁଗୁଡ଼ିକର ଯତ୍ନ ନବୋକୁ ଧ୍ଯାନ ଦଇେ ନାହଁ। ଏବଂ ତୁମ୍ଭମାନେେ ବିଦେଶୀଯମାନଙ୍କ ହସ୍ତ ରେ ପବିତ୍ର ସ୍ଥାନ ରକ୍ଷାର ଦାଯିତ୍ବ ଦଇେଅଛ।'

ମାଥିଉଲିଖିତ ସୁସମାଚାର 12:4

ସେ ପରମେଶ୍ବରଙ୍କ ଘ ରେ ପ୍ରବେଶ କରିଥିଲେ ଓ ପରମେଶ୍ବରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦଇେଥିଲେ। ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନଥିଲା। କାରଣ କବଳେ ଯାଜକମାନଙ୍କୁ ତାହା ଖାଇବାପାଇଁ ଅନୁମତି ଦିଆଯାଇଥାଏ।

Interlinear

Choose Theme