ଯେତବେେଳେ କୌଣସି ଗୋରୁ କି ମଷେ କି ଛାଗ ଜନ୍ମ ହୁଅନ୍ତି ସାତଦିନ ପର୍ୟ୍ଯନ୍ତ ତା'ର ମାଆ ସିହତ ରହିବ। ଅଷ୍ଟମ ଦିନପରେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ନିମନ୍ତେ ଗ୍ରାହ୍ଯ ହବେ।
Cross references
ଶସ୍ଯ ଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ଯ ଏବଂ ପ୍ରଥମ ଫଳର ରସ ଦବୋ ରେ କୌଣସି ବିଳମ୍ବ କରିବ ନାହିଁ।
ତୁମ୍ଭମାନଙ୍କର ମଷେ, ଗୋବତ୍ସା ଇତ୍ଯାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖ ରେ ସାତଦିନ ରଖି ଅଷ୍ଟମ ଦିନ ରେ ମାଠାେ ରେ ଉତ୍ସର୍ଗ କରିବ।
ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, 'ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତବେେ ସେ ସ୍ତ୍ରୀ ଧର୍ମର ଅ େଶୗଚ ସମୟ ପରି ସାତଦିନ ୟାଏ ଅଶୁଚି ରହିବ।
ଭବିଷ୍ଯତ ରେ ତୁମ୍ଭମାନେେ ତୁମ୍ଭମାନଙ୍କର ଦେଶ ରେ ପ୍ରବେଶ କରିବ। ତୁମ୍ଭମାନେେ ଭୋଜନର୍ଥେ ସେତବେେଳେ ବହୁପ୍ରକାର ଫଳବୃକ୍ଷ ରୋପଣ କରିବ। ମାତ୍ର ବୃକ୍ଷ ରୋପଣ ପରେ ତୁମ୍ଭମାନେେ ତିନି ବର୍ଷ ପର୍ୟ୍ଯନ୍ତ ଅପେକ୍ଷା କରିବ। ସେଥିରୁ କୌଣସି ଫଳ ବ୍ଯବହାର କରିବ ନାହିଁ। କାରଣ ତାହା ଅଶୁଚି।
ବିଦେଶରୁ ଆସିଥିବା କୌଣସି ପଶୁକୁ ପରମେଶ୍ବରଙ୍କ ନିକଟରେ ବଳିଦାନ କରିବ ନାହିଁ, କାରଣ ସଗେୁଡିକ ଆଘାତପ୍ରାପ୍ତ ହାଇେଥାଇ ପାରନ୍ତି କିମ୍ବା ସମାନଙ୍କେଠା ରେ ଖୁଣ ଥାଇପା ରେ। ତେଣୁ ସଗେୁଡିକ ଗ୍ରାହ୍ଯ ହବେ ନାହିଁ।