Home Bibles ଲେବୀୟ ପୁସ୍ତକ 22:30 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 22:30 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ସହେିଦିନ ସମସ୍ତ ମାଂସ ଭକ୍ଷଣ କରିବ, ପ୍ରଭାତ ପର୍ୟ୍ଯନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।

Cross references

ଯାତ୍ରା ପୁସ୍ତକ 16:19

ମାଶାେ ସମାନଙ୍କେୁ କହିଲେ, ଆସନ୍ତା ଅନ୍ୟ ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।

ଲେବୀୟ ପୁସ୍ତକ 7:15

ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ଯବାଦର ବଳି ରୂପେ ଉତ୍ସର୍ଗ କରାୟାଏ। ସହେି ବଳିର ମାଂସ ସହେି ଉତ୍ସର୍ଗ ଦିନ ରେ ଭୋଜନ କରାୟିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ୟ୍ଯନ୍ତ ରହିବ ନାହିଁ।

ଲେବୀୟ ପୁସ୍ତକ 19:7

ଯବେେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାୟିବ। ତବେେ ତାହା ଘୃଣ୍ଯ ଯୋଗ୍ଯ ଓ ଅଗ୍ରାହ୍ଯ ହବେ।

Interlinear

Choose Theme