ତୁମ୍ଭମାନେେ ଆମ୍ଭର ଆଜ୍ଞା ମାନ୍ଯକରି ପାଳନ କରିବ। ଆମ୍ଭେ ସଦାପ୍ରଭୁ ଅଟୁ।
Cross references
ତୁମ୍ଭମାନେେ ଆମ୍ଭର ବିଧି ଓ ବ୍ଯବସ୍ଥା ପାଳନ କରିବ ଓ ତଦନୁସା ରେ ଆଚରଣ କରିବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
ତୁମ୍ଭମାନେେ ଆମ୍ଭର ସକଳବିଧି ପାଳନ କରିବ। ତୁମ୍ଭେ ଭିନ୍ନଜାତୀଯ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦବେ ନାହିଁ। ପୁଣି ନିଜ କ୍ଷତେ ରେ ମିଶ୍ରିତ ବୀଜ ବୁଣିବ ନାହିଁ କିମ୍ବା ଦୁଇ ପ୍ରକାର ସୂତା ମିଶ୍ରିତ ବସ୍ତ୍ର ବିନ୍ଧିବ ନାହିଁ।
ଏଣୁ ତୁମ୍ଭମାନେେ ମାରେ ସମସ୍ତ ବ୍ଯବସ୍ଥା ଓ ସମସ୍ତ ବିଧି ମାନ୍ଯକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।
ତୁମ୍ଭମାନେେ ମାରେ ସସସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବା ଉଚିତ୍। ତୁମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ ହବୋ ଉଚିତ୍।
ସେଥିପାଇଁ ତୁମ୍ଭମାନେେ ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଗଂଳ ହବେ,ଏବଂ ତକ୍ସ୍ଟମ୍ଭମାନେ ସହେି ଭୂମିରେ ଦିର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦଇେଛନ୍ତି।
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।