ଆଉ ତୁମ୍ଭମାନେେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ, ମାତ୍ର ଆମ୍ଭେ ଇଶ୍ରାୟେଲ ସନ୍ତାନଗଣ ମଧିଅରେ ପବତ୍ରରୂପେ ମାନ୍ଯ ହବୋ।
Cross references
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।
ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।
ମନରେଖ, ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କରିବା ଉଚିତ୍। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କୁ ପବିତ୍ର କଲି।
ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବଚେନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର।
ଆଉ ସେ ନିଜ ଲୋକମାନଙ୍କ ମଧିଅରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।
ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କୁହ, ତୁମ୍ଭମାନେେ ଇଶ୍ରାୟେଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ଯ ବିଷଯ ରେ ସାବଧାନ ହୁଅ, ସହେି ପବିତ୍ର ଦ୍ରବ୍ଯ ମାେ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ। ତେଣୁ ତୁମ୍ଭେ ଯାଜକମାନେ ତାକୁ ଗ୍ରହଣ କରିବ ନାହିଁ। ତୁମ୍ଭମାନେେ ସେସବୁ ବ୍ଯବହାର କରି ଆମ୍ଭ ନାମ ରେ ଅପବିତ୍ର କର ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।
ପୁଣି ତାହା ହାଇପୋ ରେ, ଯଦି ଯାଜକଗଣ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେର ନିଜର ପବିତ୍ର ନବୈେଦ୍ଯ ଖାଇବା ପାଇଁ ଅନୁମତି ଦଇେ ଜୋରୀମାନା କରିପାରନ୍ତି। କାରଣ କବଳେ ମୁଁ ଯେ କି ନବୈେଦ୍ଯକୁ ପବିତ୍ର କରିଅଛି।
ସଦାପ୍ରଭୁ ସର୍ବ ଶକ୍ତିମାନ ଉତ୍ତମ ବିଚାର କରିଲବ ଏବଂସଲାକମାଲନସସ ମହାନ୍ସବାଲି ଜାଣିବଲ। ପବିତ୍ର ପରଲମଶ୍ବର ଧାର୍ମିକତା ଆଣିଲବ ଓସଲାକମାଲନ ତାଙ୍କୁ ଭକ୍ତି କରିଲବ।
ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କବଳେ ଭୟ କର। ତାଙ୍କୁ ହିଁ କବଳେ ଭକ୍ତି କରିବ। ସହେି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟକର।
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ପ୍ରାର୍ଥନା କଲାବାଳେ କୁହ:
ତେଣୁ ତୁମ୍ଭେ ତୁମ୍ଭର ସତ୍ଯ ଦ୍ବାରା ସମାନଙ୍କେୁ ତୁମ୍ଭର ମବୋ ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ଯ।
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।