Home Bibles ଲେବୀୟ ପୁସ୍ତକ 22:33 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 22:33 · ଓଡ଼ିଆ ବାଇବେଲ

ଯେ ତୁମ୍ଭମାନଙ୍କୁ ମିଶର ଦେଶରୁ ଆଣିଛନ୍ତି ଓ ତୁମ୍ଭମାନଙ୍କୁ ପବିତ୍ର କରିଛନ୍ତି, ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

Cross references

ଯାତ୍ରା ପୁସ୍ତକ 6:7

ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 20:2

ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।

ଲେବୀୟ ପୁସ୍ତକ 11:45

ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭମାନେେ ପବିତ୍ର ହବେ କାରଣ ଆମ୍ଭେ ପବିତ୍ର ଅଟୁ।

ଲେବୀୟ ପୁସ୍ତକ 19:36

ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଲେବୀୟ ପୁସ୍ତକ 25:38

ଯେ ତୁମ୍ଭର ପରମେଶ୍ବର ଓ ତୁମ୍ଭମାନଙ୍କୁ କିଣାନ ଦେଶ ଦବୋ ନିମନ୍ତେ ମିଶର ଦେଶରୁ ବାହାର କରି ଆଣିଲେ, ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଆମ୍ଭେ ଅଟୁ।

ଗଣନା ପୁସ୍ତକ 15:41

ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ମୁଁ ତୁମ୍ଭମାନଙ୍କର ପରମେଶ୍ବର ହବୋକୁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛି।

Interlinear

Choose Theme