ଲେବୀୟ ପୁସ୍ତକ 23:16 · ଓଡ଼ିଆ ବାଇବେଲ
ଏହିରୂପେ ତୁମ୍ଭେ ବିଶ୍ରାମଦିନ ପରେ ସପ୍ତମ ଦିନଠାରୁ, ପଚାଶ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନୂତନ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।
Cross references
ଗଣନା ପୁସ୍ତକ 28:26
ପୁଣି ପ୍ରଥମ ଫଳର ଦିନ ରେ ଅର୍ଥାତ୍ ଯେତବେେଳେ ତୁମ୍ଭମାନେେ ସାପ୍ତାହିକୀ ପର୍ବ ରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ଯ ନବୈେଦ୍ଯ ଆଣିବ, ସେତବେେଳେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ ସଦେିନ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।
ଦିତୀୟ ବଂଶାବଳୀ 31:7
ଲୋକମାନେ ସହେି ସାମଗ୍ରୀଗୁଡ଼ିକୁ ତୃତୀୟମାସ ରେ ଆଣିବାକୁ ଆରମ୍ଭ କଲେ ଓ ସମାନେେ ସହେି ବସ୍ତୁସବୁ ସପ୍ତମ ମାସ ରେ ସଂଗ୍ରହ କରି ରଖିବା ଶଷେ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:1
ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।