Home Bibles ଲେବୀୟ ପୁସ୍ତକ 23:25 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 23:25 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ସହେି ଦିନ କୌଣସି ବ୍ଯବସାଯିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବ।

Cross references

ଲେବୀୟ ପୁସ୍ତକ 23:21

ଠିକ୍ ସହେିଦିନ ତୁମ୍ଭମାନେେ ଏକ ପବିତ୍ର ସଭା ପାଇଁ ଘାଷେଣା କରିବ। ସହେି ଦିନ କୌଣସି ବ୍ଯବସାଯ କର୍ମ କରିବ ନାହିଁ। ଏହା ତୁମ୍ଭମାନଙ୍କ ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।

ଏଜ୍ରା 3:6

ସପ୍ତମ ମାସର ପ୍ରଥମ ଦିନ ରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହାଇେ ନଥିଲା।

Interlinear

Choose Theme