ସହେିଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବ ନାହିଁ। କାରଣ ଏହା ପ୍ରାଯଶ୍ଚିତ୍ତର ଦିନ। ସଦେିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ୟାଇ ତୁମ୍ଭମାନଙ୍କର ପ୍ରାଯଶ୍ଚିତ୍ତ କରିବ।
Cross references
କାରଣ ସହେି ଦିନ ରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାଯଶ୍ଚିତ କରାୟିବ। ତୁମ୍ଭମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହବେ।
ଆଉ ସେ ମହାପବିତ୍ର ସ୍ଥାନ, ସମାଗମ ତମ୍ବୁ ଓ ୟଜ୍ଞବଦେୀ ନିମନ୍ତେ ପ୍ରାଯଶ୍ଚିତ କରିବ। ଆଉ ମଧ୍ଯ ସେ ଯାଜକଗଣ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାଯଶ୍ଚିତ କରିବ।
ପୁଣି ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ସମାନଙ୍କେର ସମସ୍ତ ପାପ ସକାଶୁ ବର୍ଷ ମଧିଅରେ ଏକଥର ପ୍ରାଯଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହବେ।
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।
ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।
ମାେ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ବରଙ୍କର ଶତୃ ହାଇେଥିଲେ ମଧ୍ଯ, ସେ ନିଜ ପୁତ୍ରଙ୍କ ମୃତ୍ଯୁ ଦ୍ବାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେ ହତେୁ ଆମ୍ଭେ ପରମେଶ୍ବରଙ୍କର ମିତ୍ର, ପରମେଶ୍ବର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ଯମ ରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।
ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।
ଆମ୍ଭମାନେେ ଯେ ପରମେଶ୍ବରଙ୍କୁ ପ୍ ରମେ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ ରମେ କଲେ, ଏହା ହେଉଛି ପ୍ରକୃତ ପ୍ ରମେ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ବରୂପ କରି ପଠାଇଲେ :
ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।