ଲେବୀୟ ପୁସ୍ତକ 23:35 · ଓଡ଼ିଆ ବାଇବେଲ
ପ୍ରଥମ ଦିନ ରେ ପବିତ୍ର ସଭା ହବେ, ତୁମ୍ଭମାନେେ କୌଣସି ବ୍ଯବସାଯିକ କର୍ମ କରିବ ନାହିଁ।
Cross references
ଲେବୀୟ ପୁସ୍ତକ 23:7
ପର୍ବର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ପବିତ୍ର ସଭା ହବେ। ସଦେିନ ତୁମ୍ଭମାନେେ କୌଣସି ବ୍ଯବସାଯ କର୍ମ କରିବ ନାହିଁ।
ଲେବୀୟ ପୁସ୍ତକ 23:24
ଇଶ୍ରାୟେଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ଯନି ଦ୍ବାରା ସ୍ମରଣାର୍ଥକ ପବିତ୍ର ସଭା ହବେ।