ସାତଦିନ ୟାଏ ତୁମ୍ଭମାନେେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନ ରେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍ ଓ ତୁମ୍ଭମାନେେ ସଦାପ୍ରଭୁଙ୍କ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭମାନେେ କୌଣସି ବ୍ଯବସାଯିକ କର୍ମ କରିବା ଉଚିତ୍ ନୁହେଁ।
Cross references
ପର୍ବର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ପବିତ୍ର ସଭା ହବେ। ସଦେିନ ତୁମ୍ଭମାନେେ କୌଣସି ବ୍ଯବସାଯ କର୍ମ କରିବ ନାହିଁ।
ଆଉ ସମସ୍ତ ମାସର ପଞ୍ଚଦଶ ଦିନ ରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହବୋ ଉଚିତ୍। ସହେି ଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବା ଉଚିତ୍ ନୁହଁ। ପୁଣି ସାତ ଦାନ ୟାଏ ଉତ୍ସବ ପାଳନ କରିବା ଉଚିତ୍।
ତୁମ୍ଭମାନେେ ଛଅଦିନ ତାଡିଶୂନ୍ଯ ରୋଟୀ ଭୋଜନ କରିବ, ପକ୍ସ୍ଟଣି ସଲ୍ଗମ ଦିନ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ମହାସଭା ହବେ। ତହିଁରେ ତୁମ୍ଭେ କୌଣସି କାର୍ୟ୍ଯ କରିବ ନାହିଁ।
ଶ ଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସହେି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।
ଆହୁରି ସେ ପ୍ରଥମ ଦିନାବଧି ଶଷଦେିନ ପର୍ୟ୍ଯନ୍ତ ପ୍ରତିଦିନ ପରମେଶ୍ବରଙ୍କ ବ୍ଯବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତଦିନ ପର୍ୟ୍ଯନ୍ତ ପର୍ବପାଳନ କଲେ। ଆଉ ନିଯମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।
ଲୋକମାନଙ୍କୁ କୁହ ଯେ ଉପବାସ ପାଇଁ ଗୋଟିଏ ସ୍ବତନ୍ତ୍ର ସମୟ ହବେ। ସମସ୍ତ ଲୋକଙ୍କୁ ଏକ ସ୍ବତନ୍ତ୍ର ସଭାକୁ ଆହ୍ବାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରୀତ କର। ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପ ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବାକୁ ସମାନଙ୍କେୁ କୁହ।
ସିୟୋନ ରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ବାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ବାନ କର।
ପର୍ବର ଶଷେ ଦିନ ଆସିଲା। ସହେି ପ୍ରଧାନ ଦିନ ରେ ଯୀଶୁ ଠିଆ ହାଇେ ଉଚ୍ଚ ସ୍ବର ରେ କହିଲେ, ଯଦି କୌଣସି ଲୋକ ତୃଷାର୍ତ୍ତ, ତବେେ ସେ ମାେ ନିକଟକୁ ଆସି ପାନକରୁ।