Home Bibles ଲେବୀୟ ପୁସ୍ତକ 24:2 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 24:2 · ଓଡ଼ିଆ ବାଇବେଲ

ତୁମ୍ଭେ ଇଶ୍ରାଯଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସମାନେେ ପ୍ରତିଦିନ ପ୍ରଦୀପ ଜ୍ବଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପଷୋ ୟାଇଥିବା ଜୀତ ତୈଳ ଆଣିବେ।

Cross references

ଯାତ୍ରା ପୁସ୍ତକ 27:20

ବର୍ତ୍ତମାନ ଇଶ୍ରାୟେଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପଷୋ ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।

ଯାତ୍ରା ପୁସ୍ତକ 39:37

ଶୁଦ୍ଧ ସୁବର୍ଣ୍ଣର ଦ୍ବୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈ ଆଣିଲେ।

ଯାତ୍ରା ପୁସ୍ତକ 40:24

ଏହାପରେ ମାଶାେ ଦୀପରୂଖା ସହେି ସମାଗମ ତମ୍ବୁ ରେ ରଖିଥିଲେ। ଏହାର ମୁହଁ ଟବେୁଲ ଆଡକୁ କରି ସେ ଦକ୍ଷିଣ ପାଶର୍‌ବ ରେ ଏହାକୁ ରଖିଥିଲେ।

ଗଣନା ପୁସ୍ତକ 8:2

ହାରୋଣଙ୍କୁ କୁହ, ମୁଁ ଦଖାଇେଥିବା ସ୍ଥାନ ରେ ସାତାଟେି ପ୍ରଦୀପ ରଖିବେ। ଯାହାଫଳ ରେ ସାତାଟେି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗ ରେ ଆଲୁଅ ଦବେ।

ପ୍ରଥମ ଶାମୁୟେଲ 3:3

ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଯେଉଁ ସ୍ଥାନ ରେ ଥାଏ, ଏମନ୍ତ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ସଦାପ୍ରଭୁଙ୍କ ପ୍ରଦୀପ ଲିଭିବା ପୂର୍ବରକ୍ସ୍ଟ ଯେତବେେଳେ ଶାମକ୍ସ୍ଟଯଲେ ଶାଇେଥିଲେ,

ଦିତୀୟ ବଂଶାବଳୀ 13:11

ସମାନେେ ପ୍ରତି ପ୍ରଭାତ ରେ ଓ ପ୍ରତି ସନ୍ଧ୍ଯା ରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସମାନେେ ମନ୍ଦିର ମଧିଅରେ ଥିବା ବିଶଷେ ମଜେ ଉପରେ ଧାଡ଼ି ରେ ରୋଟୀ ସଜାଇ ରଖନ୍ତି। ଆଉ ସମାନେେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରେତ୍ୟକକ ସନ୍ଧ୍ଯା ରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭମାନେେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ସବୋ କରୁ। କିନ୍ତୁ ତୁମ୍ଭମାନେେ ତାଙ୍କୁ ସମ୍ପୂର୍ଣ୍ଣରୂପେ ତ୍ଯାଗ କରିଅଛ।

ଗୀତସଂହିତା 119:105

ସଦାପ୍ରଭୁ ତୁମ୍ଭର ବାକ୍ଯ ମାରେ ପାପ ପାଇଁ ବତୀ ସଦୃଶ, ଓ ମାରେ ପଥ ପାଇଁ ଆ ଲୋକ ଅଟେ।

ଗୀତସଂହିତା 119:130

ତୁମ୍ଭର କଥାର ବିସ୍ତାରତା ମସ୍ତକର ଆ ଲୋକ ପ୍ରଦାନ କରେ। ଏପରି ଏହା ମୂର୍ଖ ଲୋକମାନଙ୍କୁ ମଧ୍ଯ ବୁଦ୍ଧିମାନ କରେ।

ହିତୋପଦେଶ 6:23

ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।

ଯିଶାଇୟ 8:20

ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

ଯିଶାଇୟ 11:2

ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।

ମାଥିଉଲିଖିତ ସୁସମାଚାର 4:16

ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2

ମାଥିଉଲିଖିତ ସୁସମାଚାର 5:16

ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।

ମାଥିଉଲିଖିତ ସୁସମାଚାର 25:1

ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,

ଲୂକଲିଖିତ ସୁସମାଚାର 1:79

ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।

ଲୂକଲିଖିତ ସୁସମାଚାର 12:35

କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡିକ ଜଳଇେ ରଖ।

ଯୋହନଲିଖିତ ସୁସମାଚାର 1:4

ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।

ଯୋହନଲିଖିତ ସୁସମାଚାର 1:9

ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।

ଯୋହନଲିଖିତ ସୁସମାଚାର 5:35

ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।

ଯୋହନଲିଖିତ ସୁସମାଚାର 8:12

ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:18

ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6

ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

ଏଫିସୀୟଙ୍କ ପ୍ରତି ପତ୍ର 1:17

ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

ଏଫିସୀୟଙ୍କ ପ୍ରତି ପତ୍ର 5:8

ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:15

ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।

Interlinear

Choose Theme