Home Bibles ଲେବୀୟ ପୁସ୍ତକ 24:20 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 24:20 · ଓଡ଼ିଆ ବାଇବେଲ

କ୍ଷତ ବଦଳ ରେ କ୍ଷତ, ତକ୍ଷୁ ବଦଳ ରେ ଚକ୍ଷୁ, ଦାନ୍ତ ବଦଳ ରେ ଦାନ୍ତ, ମନୁଷ୍ଯ ଶରୀର ରେ ୟିଏ ଯେଉଁପରି ଆଘାତ କରିଅଛି ତାହାପ୍ରତି ସହେି ପ୍ରକାର ଆଘାତ କରାୟିବ।

Cross references

ଯାତ୍ରା ପୁସ୍ତକ 21:23

ଯଦି ଜଣେ ବ୍ଯକ୍ତି ଜାରେ ରେ ଆଘାତ ପ୍ରାପ୍ତ ହୁଏ, ତବେେ ଆଘାତକାରୀ ଜୀବନ ବଦଳ ରେ ଜୀବନ ଦବେ।

ଦିତୀୟ ବିବରଣ 19:21

ସହେି ଲୋକମାନଙ୍କୁ ଦଣ୍ତଦବୋ ସମୟରେ ତୁମ୍ଭମାନେେ ଦିଃଖ କରିବା ଉଚିତ୍ ନକ୍ସ୍ଟହଁ। ଯଦି କହେି ଜଣେ ଅନ୍ୟ ଜୀବନ ନଇେ ଥାଏ ତବେେ ତାକକ୍ସ୍ଟ ତାହାର ଜୀବନ ଦବୋ ଉଚିତ୍। ନିଯମ ଏପରି ହବେ, ଆଖି ପାଇଁ ଆଖି ଦବୋକକ୍ସ୍ଟ ପଡିବ, ଦାନ୍ତ ପାଇଁ ଦାନ୍ତ ଦବୋକକ୍ସ୍ଟ ପଡିବ, ହାତ ବଦଳ ରେ ହାତ ଓ ଗୋଡ ବଦଳ ରେ ଗୋଡ ଦବୋକକ୍ସ୍ଟ ପଡିବ।

ବିଚାରକର୍ତାମାନଙ୍କ ବିବରଣ 1:7

ଏହାପରେ ଅଦୋନୀବଷେକ୍ ସମାନଙ୍କେୁ କହିଲେ, ହସ୍ତପାଦର ଛିନ୍ନା ଅଙ୍ଗକ୍ସ୍ଟଳି ସତକ୍ସ୍ଟରି ଜଣ ରାଜା ଆମ୍ଭ ମଜେ ତଳେ ନିଜର ଆହାର ସାଉଣ୍ଟକ୍ସ୍ଟ ଥିଲେ। ମୁ ଯେପରି କରିଥିଲି ପରମେଶ୍ବର ମାେତେ ସହେିପରି ଦେଲେ। ଏହାପରେ ୟିହକ୍ସ୍ଟଦାର ଲୋକମାନେ ଅଦୋନୀବଷେକ୍ଙ୍କକ୍ସ୍ଟ ଯିରୁଶାଲମକୁ ଆଣିଲେ ଓ ସେ ସଠାେରେ ମୃତକ୍ସ୍ଟ୍ଯବରଣ କଲା।

ମାଥିଉଲିଖିତ ସୁସମାଚାର 5:38

ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ଆଖି ବଦଳ ରେ ଆଖି ଓ ଦାନ୍ତ ବଦଳ ରେ ଦାନ୍ତ।'

Interlinear

Choose Theme