Home Bibles ଲେବୀୟ ପୁସ୍ତକ 24:21 · ଓଡ଼ିଆ ବାଇବେଲ
ଲେବୀୟ ପୁସ୍ତକ 24:21 · ଓଡ଼ିଆ ବାଇବେଲ

ଜଣେ ଯଦି ପଶୁ ବଧ କରେ, ତବେେ ସେ ତାହାର ପରିଶାଧେ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ଯା କରେ, ତବେେ ସେ ହତ ହବେ।

Cross references

ଆଦି ପୁସ୍ତକ 9:5

ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।

ଯାତ୍ରା ପୁସ୍ତକ 21:33

ଯଦି ଜଣେ ବ୍ଯକ୍ତି ଖାେଳିଥିବା କୂଅ ବା ଗାତ ଖାେଲା ରଖିଥାଏ ଏବଂ ଯଦି ତା ଭିତ ରେ ଏକ ବଳଦ କିମ୍ବା ଏକ ଗଧ ପଡିୟାଏ ତବେେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାୟିବ।

ଲେବୀୟ ପୁସ୍ତକ 24:17

ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ଯା କରେ ସେ ନିଶ୍ଚଯ ହତ ହବେ।

Interlinear

Choose Theme