ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୂଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ଜଳାଇ ରଖିବ।
Cross references
ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
ତୁମ୍ଭମାନେେ ତାହାପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ। ତହିଁରେ ଲୋକମାନେ ସହେି ପ୍ରତୀପ ଜଳାଇଲେ ତହିଁର ସମ୍ମୁଖ ରେ ଆଲୁଅ ହବେ।
ମଜେ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ,
ଏହାପରେ ସେ ଶୁଦ୍ଧ ସୁବର୍ଣ୍ଣ ରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୂଖା ରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡା, କଢିମାନ ତିଆରି କଲେ। ସେ ଏହି ଜିନିଷଗୁଡିକୁ ଏକାଠି ୟୋଡି ଗୋଟିଏ ଜିନିଷ ତିଆରି କଲେ।
ଶୁଦ୍ଧ ସୁବର୍ଣ୍ଣର ଦ୍ବୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈ ଆଣିଲେ।
ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।
ଏହାପରେ ସମାନେେ ଏକ ନୀଳବର୍ଣ୍ଣ ବସ୍ତ୍ର ନଇେ ଆ ଲୋକର ଦ୍ବପରୂଖା, ତାହାର ପ୍ରଦୀପ, ତାହାର ଅଗାଂରଧାନୀ ଏବଂ ସମସ୍ତ ତୈଳପାତ୍ରକୁ ଆଛାଦନ କରିବା ଉଚିତ୍।
ସ୍ୱର୍ଣ୍ଣବେଦି, ବିଶେଷ ରୋଟି ରଖିବା ପାଇଁ ସ୍ୱର୍ଣ୍ଣମୟ ମେଜ, ଦକ୍ଷିଣ ପାର୍ଶ୍ୱରେ ପାଞ୍ଚୋଟି ସୁବର୍ଣ୍ଣର ଦ୍ୱୀପରୁଖା ଓ ମହାପବିତ୍ର ସ୍ଥାନର ଉତ୍ତର ପାର୍ଶ୍ୱରେ ପାଞ୍ଚୋଟି ଦ୍ୱୀପରୁଖା ସୁବର୍ଣ୍ଣର ଦ୍ୱୀପ,
ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରେ ୗପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ଯ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କ ରେ ଆବଶ୍ଯକ ସହେି ସ୍ଥାନମାନଙ୍କ ରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ଯବହୃତ ହବୋର ଥିଲା।
ସମାନେେ ମନ୍ଦିର ଅଳିନ୍ଦର ଦ୍ବାରସବୁ ବନ୍ଦ କରି ଦେଲେ ଓ ପ୍ରଦୀପର ଶିଖା ଲିଭାଇ ଦେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସ୍ଥାନ ରେ ସୁଗନ୍ଧିଧୂପ ଜଳାଇବା ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ବନ୍ଦ କରି ଦେଲେ।
ପୁଣି ପ୍ରହରୀମାନଙ୍କର ସନୋପତି େଛାଟ ତାଟିଆ, କରଇେ, ବଦେୀ ଉପ ରେ ସିଞ୍ଚନ ପାଇଁ ବ୍ଯବହୃତ ହେଉଥିବା ପାତ୍ର, କଟେଲି, ଦୀପରୁଖା ଏବଂ ପଯେ ନବୈେଦ୍ଯ ଉତ୍ସର୍ଗ ପାଇଁ ବ୍ଯବହୃତ ହେଉଥିବା ପାତ୍ରସବୁ ନଇଗେଲେ। ଖାଣ୍ଟିସୁନା ଓ ରୂପା ରେ ନିର୍ମିତ ହାଇେଥିବା ସବୁକିଛି ପ୍ରହରୀ କପ୍ତାନ ନେଲେ।
ତାହାପ ରେ ସହେି ସ୍ବର୍ଗଦୂତ ମାେତେ ପଚାରିଲେ, ତୁମ୍ଭେ କ'ଣ ଦେଖୁଛ?
ତା'ପ ରେ ମୁଁ ତାଙ୍କୁ କହିଲି, ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?
ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।
ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।
ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।
ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀ ରେ ପ୍ରଭୁଙ୍କ ସମ୍ମୁଖ ରେ ଠିଆ ହାଇେଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା।